Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କାହା ମୁଣ୍ଡରେ ଲାଗିବ ଉପ ରାଷ୍ଟ୍ରପତି ମୁକୁଟ:ଚିନ୍ତାରେ ନେତା

Published August 17, 2025 ଦେଶ ବିଦେଶ ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ: ନେତାଙ୍କ ଚିନ୍ତା ବଢ଼ିବାରେ ଲାଗିଛି l କାହା ମୁଣ୍ଡରେ ଲାଗିବ ଉପ ରାଷ୍ଟ୍ରପତି ମୁକୁଟ l ଉପ ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି କିଏ ହେବ ଉପ ରାଷ୍ଟ୍ରପତି ପ୍ରାର୍ଥୀ ତାକୁ ନେଇ ନେତାଙ୍କ ଭିତରେ ଚାଲିଛି କଳ୍ପନା ଜଳ୍ପନା l ବସୁଛି ଘନଘନ ବୈଠକ l ବାହାରୁନି ନିର୍ଯାସ l ଉପ ରାଷ୍ଟ୍ରପତି ନିର୍ବାଚନକୁ ବାରମ୍ବାର ଆଲୋଚନା ପର୍ଯ୍ୟାୟଲୋଚନା ଚାଲିଥିବା ବେଳେ, ଉପ ରାଷ୍ଟ୍ରପତି ହେବାକୁ ଦୌଡ଼ରେ ଅଛନ୍ତି ଅନେକ ନେତା l ସୂଚାନୁସାରେ, ଜୁଲାଇ 21 ତାରିଖ ରାତିରେ ଭାରତର ଉପ ରାଷ୍ଟ୍ରପତି ପଦରୁ ଜଗଦ୍ଦିପ ଧନଖଡ଼ ଇସ୍ତଫା ଦେଇଥିଲେ l ସେହି ଦିନଠାରୁ ଉପ ରାଷ୍ଟ୍ରପତି ପଦ ଖାଲି ପଡିଛି l ତେଣୁ ଭାରତୀୟ ନିର୍ବାଚନ କମିଶନ ଖାଲି ପଡ଼ିଥିବା ଉପ ରାଷ୍ଟ୍ରପତି ପଦ ପାଇଁ ସେପ୍ଟେମ୍ବର 9 ତାରିଖରେ ଭୋଟିଂ ହେବ ବୋଲି ବିଜ୍ଞପ୍ତି ପ୍ରକାଶ କରିଛନ୍ତି l ଚଳିତ ବର୍ଷ ସେପ୍ଟେମ୍ବର 9 ତାରିଖରେ ଉପ ରାଷ୍ଟ୍ରପତି ନିର୍ବାଚନ ହେବାକୁ ନେଇ ଅଗଷ୍ଟ 7ରେ ବିଜ୍ଞପ୍ତି ପ୍ରକାଶ ପାଇଛି l ଅଗଷ୍ଟ 21 ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ଥିବା ବେଳେ ଅଗଷ୍ଟ 22ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ ଏବଂ ଅଗଷ୍ଟ 25ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି l ଶେଷରେ ସେପ୍ଟେମ୍ବର 9ତାରିଖରେ ଉପ ରାଷ୍ଟ୍ରପତି ମୁକୁଟ ପାଇଁ ଭୋଟିଂ ହେବ ବୋଲି ବିଜ୍ଞପ୍ତିରୁ ଜଣାପଡିଛି l

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 17, 2025 August 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy2
Angry0
Surprise1
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଦେଶ ବିଦେଶ

ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?