Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଜଣା ଗାଡି ଧକ୍କାରେ ଜଣେ ମୃତ୍ୟୁ:ଗାଡ଼ିର ସନ୍ଧାନ କରୁଛି ପୋଲିସ

Published April 27, 2026 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ୫୭ ନମ୍ୱର ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରେ ଦିନ କୁ ଦିନ ଦୁର୍ଘଟଣା ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ନୟାଗଡ଼ ବାଇପାସରେ ଅଜଣା ଗାଡି ଧକାରେ ଜଣେ ୨୭ ବର୍ଷିୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣ ହେଉଛନ୍ତି ଇଟାମାଟି ଥାନା ଚନ୍ଦ୍ରଶେଖରପୁର ଗାଁର ରମେଶ ସାହୁଙ୍କ ପୁଅ ମାନସ । ଅପରାହ୍ନ ସମୟରେ ମାନସ ସାହୁ ନିଜ କାମ ସାରି ବାଇକ ଯୋଗେ ବାଇପାସ ରାସ୍ତାରେ ଘରକୁ ଫେରୁଥିବା ସମୟରେ ଏକ ଅଜଣା ଗାଡି ଧକ୍କା ଦେଇଥିଲା, ଫଳରେ ଗୁରୁତର ହୋଇ ପଡ଼ିଥିଲେ ମାନସ । ବାଟରେ ଯାଉଥିବା ଲୋକ ମାନସକୁ ଦେଖି ସେଠାରୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଇଟାମାଟି ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି । ଏବଂ ଅଜଣା ଗାଡ଼ିର ସନ୍ଧାନ କରୁଛି ଇଟାମାଟି ପୋଲିସ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 27, 2026 April 27, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଜିଲ୍ଲା ଖବରଦୁର୍ଘଟଣା

ସକାଳର ବଡ଼ ଖବର:ଓଲଟିଲା ବସ୍:୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ,୩ଗୁରୁତର

Odisha Lekha August 18, 2026
ଦୁର୍ଘଟଣା

ଅଙ୍ଗନୱାଡ଼ି ଜିଲ୍ଲା ସଭାନେତ୍ରୀଙ୍କ ପରଲୋକ

Odisha Lekha July 6, 2026
ଦୁର୍ଘଟଣା

ଟି ବ୍ରିଜରେ ବଡ଼ ଦୁର୍ଘଟଣା:ବାଇକ୍ ଓ ଅଟୋ ମୁହାଁମୁହିଁ ଧକ୍କା: ବାଇକ୍ ଚାଳକଙ୍କ ମୁଣ୍ଡ ଗଣ୍ଡି ଅଲଗା

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?