Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପୋଲିସ୍ ଭ୍ୟାନ୍ ଧକ୍କାରେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ

Published April 30, 2026 ଆଞ୍ଚଳିକ ଖବର ଦୁର୍ଘଟଣା
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ପୋଲିସ ଗାଡ଼ି ଧକ୍କାରେ ଜଣେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତ ବୟସ୍କ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଚିନ୍ତାମଣି ନାୟକ। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଲିକୁଦିଆ ଗ୍ରାମର ଚିନ୍ତାମଣି ନାୟକ(୫୮) ସୋମବାର ଦିନ ବୋଲଗଡ଼ ଅଞ୍ଚଳ ତାଙ୍କ ବନ୍ଧୁ ଘରକୁ ଯାଇଥିଲେ। ସେଠାରୁ କାମ ସାରି ମଙ୍ଗଳ ବାର ସକାଳୁ ନିଜ ଲୁନା ଗାଡ଼ିରେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ପୋଲିସ ଭ୍ୟାନଗାଡି ନମ୍ବର (ଓଡି ୦୫ ଏଭି୮୪୫୯)ଟି ମୁହାଁମୁହିଁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ବୟସ୍କ ବ୍ୟକ୍ତି ଜଣଙ୍କ ଛିଟିକି ପଡିଥିଲେ। ବୟସ୍କ ବ୍ୟକ୍ତିଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ବୟଷ୍କ ବ୍ୟକ୍ତି ଚିନ୍ତାମଣିଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ଧକ୍କା ଦେଇଥିବା ପୋଲିସ ଭ୍ୟାନରେ ବଲାଙ୍ଗୀର ଜିଲ୍ଲାର ଡିଏସସ୍ପି ଯାଉଥିଲେ ବୋଲି ସୂଚନା ମିଳିଛି। ସେପଟେ ବୋଲଗଡ଼ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ତେବେ ବୋଲଗଡ଼ ପୋଲିସ ବୟସ୍କ ବ୍ୟକ୍ତିଙ୍କ ପରିବାରକୁ ନ୍ୟାୟ ଦେଉଛି ନା ପୋଲିସ ଡିଏସସ୍ପିଙ୍କୁ ସୁରକ୍ଷା ଦେଉଛି ତାହା ଆଗାମୀ ଦିନରେ ଜଣାପଡିବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 30, 2026 April 30, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଆଞ୍ଚଳିକ ଖବର

ମାନବିକତା ଦେଖାଇଲା ମୁକ୍ତି ସଂଗଠନ:ଶବ ସଂସ୍କାର ପାଇଁ ମିଳିଲାନି କାନ୍ଧ

Odisha Lekha August 18, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?