Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ: ପାନୀୟ ଜଳ, ଶିକ୍ଷା ଓ ବନ ବିଭାଗକୁ ନେଇ ଅସନ୍ତୁଷ୍ଟ ଜନପ୍ରତିନିଧି

Published April 30, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବ୍ଲକ୍ ମିଟିଂ ହଲରେ ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତରେ ଅନୁଷ୍ଟିତ ଏହି ବୈଠକରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେକେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ନୟାଗଡ଼ ବିଡ଼ିଓ ଐଶ୍ୱର୍ଯ୍ୟା ଭୂୟାଁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେନ୍ଦ୍ର ନାଥ ମିଶ୍ର ଓ ସମସ୍ତ ବିଭାଗର କର୍ମଚାରୀ ମାନେ ଯୋଗ ଦେଇଥିଲେ । ବୈଠକରେ ପୂର୍ବ ବୈଠକର ବିବରଣୀ ପାଠ କରାଯାଇଥିଲା । ମୁଖ୍ୟତ ପାନୀୟ ଜଳ ବିଭାଗ, ବନ ବିଭାଗ, ସ୍ବାସ୍ଥ୍ଯ ବିଭାଗ, ଶିକ୍ଷା ବିଭାଗ, କୃଷି ବିଭାଗ, ଉଦ୍ୟାନ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ପୂର୍ତ୍ତ ବିଭାଗ ଓ ମିଶନ ଶକ୍ତି ବିଭାଗ ସମେତ ଅନ୍ୟ ସମସ୍ତ ବିଭାଗର ସମୀକ୍ଷା କରାଯାଇଥିଲା । ମୁଖ୍ୟତଃ ପାନୀୟ ଜଳ, ବନ ବିଭାଗ ଓ ଶିକ୍ଷା ବିଭାଗର ସମସ୍ୟାକୁ ନେଇ ଜନ ପ୍ରତିନିଧି ମାନେ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ ।

ସମସ୍ତ ବିଭାଗର ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହୁ ନ ଧିବାରୁ, ସେମାନଙ୍କ କର୍ମଚାରୀ ମାନେ ସଠିକ ତଥ୍ୟ ଦେଇ ପାରି ନଥିଲେ । ଫଳରେ ଜନ ପ୍ରତିନିଧି ମାନେ କ୍ଷଭୋ ପ୍ରକାଶ କରିଥିଲେ । ସେହିପରି ଯୋଗ୍ୟ ହିତାଧିକାରୀ ଆବାସ ଓ ରାସନ ପାଇପାରୁ ନ ଥିବାରୁ ବିଧାୟକ ଉଦବେଗ ପ୍ରକାଶ କରିବା ସହ ଅଧିକାରୀ ଦୃଷ୍ଟି ଦେବାକୁ ବିଧାୟକ ପରାମର୍ଶ ଦେଇଥିଲେ । ସ୍ଵାସ୍ଥ୍ୟ ସେବା କ୍ଷତ୍ରରେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଛି । ତାହାର ସମାଧାନ ପାଇଁ ବୈଠକରେ ଆଲୋଚନା କରାଯାଇଥିଲା। ସମସ୍ତ ବିଭାଗର ଅଧିକାରୀ ମାନେ ସଠିକ ଭାବେ କାର୍ଯ୍ୟ କରିବାକୁ ନୟାଗଡ଼ ବିଧାୟକ ଡ଼ ସାହୁ ପରାମର୍ଶ ଦେଇଥିବା ସୂଚନା ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 30, 2026 April 30, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ

Odisha Lekha October 16, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?