Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Published May 1, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପଞ୍ଚାୟତ ସମିତି ମିନି ସମ୍ମିଳନୀ କକ୍ଷରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସରକାରୀ ଚାକିରୀରେ ଦୀର୍ଘ ବର୍ଷ ସୁଚାରୁ ରୁପେ କାର୍ଯ୍ୟ କରି ଆସୁଥିବା ଭାଟସାହି ଗ୍ରାମର ପବିତ୍ର କୁମାର ମଲ୍ଲ ଆଜି ସରକାରୀ ଚାକିରୀରୁ ଅବସର ନେଇଛନ୍ତି। ତାଙ୍କୁ ନୟାଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଐଶ୍ୱର୍ଯ୍ୟା ଭୂୟାଁଙ୍କ ସଭାପତିତ୍ୱ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ପଂଚାୟତ ସମିତି ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପଞ୍ଚାୟତ ସମିତିର ସମସ୍ତ କର୍ମଚାରୀ ପଞ୍ଚାୟତ ନିର୍ବାହୀ ଅଧିକାରୀ ପବିତ୍ର କୁମାର ମଲ୍ଲଙ୍କ କାମ କରିବା ଥିବା ସଂମ୍ପର୍କରେ ବକ୍ତବ୍ୟ ରଖିଥିଲେ।

Oplus_16908288

ଶ୍ରୀଯୁକ୍ତ ମଲ୍ଲ ଜଣେ ସଚ୍ଚୋଟ ଓ ନିଷ୍ଠାପର କର୍ମଚାରୀ ଭାବେ ନୟାଗଡ ରେ ଖୁବ୍ ପରିଚିତ ହୋଇପାରିଥିଲେ। ସମସ୍ତ କର୍ମଚାରୀ ଉପସ୍ଥିତ ରହି ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରି ବିଦାୟ ଦେଇଥିଲେ। ସେହିପରି ଭାବେ ଇଟାମାଟି ପଞ୍ଚାୟତରେ ମଧ୍ୟ ପଞ୍ଚାୟତ ନିର୍ବାହୀ ଅଧିକାରୀ ପବିତ୍ର କୁମାର ମଲ୍ଲଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି। ଇଟାମାଟି ସରପଞ୍ଚ ସ୍ୱପ୍ନେସ୍ୱରି ସେଠୀଙ୍କ ତତତ୍ୱାବଧାନରେ ଆୟୋଜିତ ବିଦାୟ କାଳୀନ ସଭାରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ମଲ୍ଲଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ମାନପତ୍ର ଦେଇ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 1, 2026 May 1, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
ଆଞ୍ଚଳିକ ଖବର

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକରୁ ନାଗସାପ ଉଦ୍ଧାର

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?