Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର A1ରେ ଛାତ୍ରୀଛାତ୍ର

Published May 2, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶତ ପ୍ରତିଶତ ସଫଳତା। ଏବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ବିଦ୍ୟାଳୟର ଶତ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ, ଛାତ୍ରୀମାନେ ବାଜି ମାରିଛନ୍ତି।

ସ୍ୱୀକୃତି ବିଶ୍ୱାଳ ୫୫୬ ମାର୍କ (୯୨%) ରଖି A1 ଗ୍ରେଡ ହାସଲ କରିଛନ୍ତି। ସ୍ୱୟମଶ୍ରେୟା ନାୟକ ୫୪୦ ମାର୍କ ରଖି A1 ଗ୍ରେଡ, ଆଦ୍ୟାଶା ସୁବୁଦ୍ଧି, ହିରର୍ଣ୍ଣମୟୀ ଆଚାର୍ଯ୍ୟ ଓ ଅୟଶକାନ୍ତ ମାହାପାତ୍ର ମଧ୍ଯ A1 ଗ୍ରେଡ ପାଇଥିବା ସୂଚନା ମିଳିଛି। ଏହି ସଫଳତା ପାଇଁ ବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କୁ ଅଭିଭାବକ, ଗୁରୁଜି, ଗୁରୁମା ମାନେ ଅଭିନନ୍ଦନ ଜଣାଇଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 2, 2026 May 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?