Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବାପ ଛେଉଣ୍ଡ ପୁଅ ଜିଲ୍ଲା ଟପ୍ପର: ସରୋଜଙ୍କୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କଲେ ଜିଲ୍ଲାପାଳ

Published May 4, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ମାଟ୍ରିକ ପରୀକ୍ଷାରେ ନୟାଗଡ଼ ଜିଲ୍ଲା ଟପ୍ପର ସରୋଜ କୁମାର ଜେନାକୁ ଆଜି ଜିଲ୍ଲାପାଳ ମଧୁମିତା ରଥଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି । ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ଅନ୍ତର୍ଯ୍ୟାମୀ ପତି, ସହକାରୀ ଶିକ୍ଷକ ପଞ୍ଚାନନ ତ୍ରିପାଠୀ ଏବଂ ସିଆରସିସିଙ୍କ ଉପସ୍ଥିତିରେ ଜିଲ୍ଲାପାଳ ସରୋଜକୁ ସମ୍ବର୍ଦ୍ଧିତ କରିବା ସହ କିଛି ଉପହାର ଦେଇଥିବା ଦେଖାଯାଇଛି । ନୟାଗଡ଼ ଜିଲ୍ଲାରେ ସଦର ବ୍ଲକ କ୍ରିଦାଶପୁର ପଞ୍ଚାୟତରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ସ୍ଥାନୀୟ ଲୋକଙ୍କ ସହଯୋଗରେ ୧୯୯୨ ମସିହାରେ ପ୍ରତିଷ୍ଠା ହୋଇଥିଲା । ୩୪ ବର୍ଷ ମଧ୍ୟରେ ବିଦ୍ୟାଳୟ ସରକାରୀ ମାନ୍ୟତା ପାଇ ପାରିନଥିବା ବେଳେ ୨୦୦୪ ମସିହାରେ ବ୍ଲକ ଗ୍ରାଣ୍ଡ ପାଇଥିଲା । ବିଦ୍ୟାଳୟ ନିର୍ମାଣ ସମୟରେ ନିଯୁକ୍ତି ପାଇଥିବା ଶିକ୍ଷକ ଓ କର୍ମଚାରୀଙ୍କ ମଧ୍ୟରୁ ଜଣେ ଶିକ୍ଷକ, ଜଣେ କିରାଣୀ ଓ ଜଣେ ରାତ୍ର ଜଗୁଆଳ ଅବସର ଗ୍ରହଣ କରି ସାରିଲେଣି । ବିଦ୍ୟାଳୟରେ ୨ ଜଣ ଶିକ୍ଷକ, ଜଣେ କିରାଣୀଙ୍କ ଆବଶ୍ୟକତା ରହିଥିବା ବେଳେ ନାନାଦି ସମସ୍ୟା ମଧ୍ୟରେ ବିଦ୍ୟାଳୟ ଚାଲୁଛି । ବ୍ଲକଗ୍ରାଣ୍ଡ ବିଦ୍ୟାଳୟ ହୋଇଥିବାରୁ ସରକାରୀ ଅନୁଦାନ ଦୂରର କଥା ସାମାନ୍ୟ ବିଦ୍ୟୁତ୍ ବିଲ୍ ପ୍ରଦାନ ଓ କମ୍ପ୍ୟୁଟର ପାଇଁ ଶିକ୍ଷକମାନେ ସମସ୍ୟା ଭୋଗୁଛନ୍ତି । ସମସ୍ୟା ଭିତରେ ଜଜ୍ଜରିତ ଏହି ବିଦ୍ୟାଳୟ ପ୍ରତ୍ୟେକ ବର୍ଷ ଭଲ ପରୀକ୍ଷା ଫଳ ଦେଉଥିବା ବେଳେ ଚଳିତ ବର୍ଷ ଜିଲ୍ଲା ଟପ୍ପର ଦେଇଛି । ଉକ୍ତ ବିଦ୍ୟାଳୟର ଛାତ୍ର ସରୋଜ କୁମାର ଜେନା ୫୭୨ ମାର୍କ ରଖି ନୟାଗଡ଼ ଜିଲ୍ଲା ପାଇଁ ଗର୍ବ ଓ ଗୈାରବ ଆଣିଛନ୍ତି । କ୍ରିଦାଶପୁର ପଞ୍ଚାୟତ କୋସକା ଗ୍ରାମର ସରୋଜ ଜଣେ ବାପ ଛେଉଣ୍ଡ । ତାଙ୍କ ବାପା ଗଦାଧର ଜେନା ଏକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ମାଆ ଜସ୍ମିନୀ ଜେନାଙ୍କ କୋଳରେ ସେ ବଢ଼ିଥିବା ବେଳେ ଜେଜେବାପା ବିନାୟକ ଜେନା ତାର ପାଠ ପଢ଼ାଠାରୁ ଆରମ୍ଭ କରି ସବୁ ଦାୟିତ୍ୱ ନିର୍ବାହ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 4, 2026 May 4, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
ରାଜ୍ୟ ଖବର

ବିଜେପି ନେତାଙ୍କୁ ସାମ୍ବାଦିକ ସମ୍ମିଳନୀରେ ଧୋଇଲେ ଅରୁଣ:ବିଜେପି ସରକାର ଏବେ ପେପର୍ ଲିକ୍ ସରକାର:ଅରୁଣ

Odisha Lekha July 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?