Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି:ନୟାଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମଦାସ

Published May 24, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଗୃହ ବିଭାଗର ବିଜ୍ଞପ୍ତିରେ ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି କରାଯାଇଛି। ଗୃହ ବିଭାଗର ବିଜ୍ଞପ୍ତି ସଂଖ୍ୟା ୧୮୦୫୬ ରେ ଆଇପିଏସ୍ ଓ ଓପିଏସ ୧୮ଜଣଙ୍କର ବଦଳି ହୋଇଛି। ତେବେ ଏହାରି ଭିତରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କୁ ଭିଜିଲାନ୍ସ ବିଭାଗର ଆରକ୍ଷୀ ଅଧିକ୍ଷକ ଭାବେ ବଦଳି କରାଯାଇଥିବା ବେଳେ କଟକ ସିବି-ସିଆଇଡି (CB-CID) ଭାବେ କାର୍ଯ୍ୟରତ ପରମାର ସ୍ମିତ ପୁରୁଷୋତ୍ତମ ଦାସଙ୍କୁ ବଦଳି କରାଯାଇ ନୟାଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଗୋଟିଏ ପଟେ ରାଜ୍ୟରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ଗୃହ ବିଭାଗର ବଡ଼ ଧରଣର ବଦଳିରେ ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳାରେ ସୁଧାର ଆସିବାରେ ସହାୟକ ହେବ ବୋଲି ରାଜ୍ୟର ଜନସାଧାରଣ ଆଶାବାନ୍ଧି ବସିଛନ୍ତି। ଆଇପିଏସ୍ ଶ୍ରୀଯୁକ୍ତ ଦାସ ପୂର୍ବରୁ ଝାରସୁଗୁଡ଼ା, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଭାବେ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନା କରିଥିଲେ। ତେବେ ଆଗାମୀ ଏହି ବଦଳି ବିଜ୍ଞପ୍ତି ଆଇନ୍ ଶୃଙ୍ଖଳାରେ କିପରି ସୁଧାର ଆଣିପରୁଛନ୍ତି ତାହା ଦେଖିବାକୁ ମିଳିଛି। ନୟାଗଡ଼ ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ଶ୍ରୀଯୁକ୍ତ ଦାସଙ୍କୁ ବିଭିନ୍ନ ସ୍ଥାନରୁ ଶୁଭେଚ୍ଛାର ସୁଅ ସୋସିଆଲ ମିଡ଼ିଆରେ ଛୁଟିବାରେ ଲାଗିଛି। ଏବଂ ଗୃହ ବିଭାଗର ପ୍ରକାଶ କରାଯାଇଥିବା ବିଜ୍ଞପ୍ତି ଟି ସମ୍ପୂର୍ଣ ଓଡ଼ିଆ ଭାଷାରେ ପ୍ରକାଶ କରାଯାଇଥିବାରୁ ‘ ଓଡ଼ିଶା ଲେଖା ‘ ପରିବାର ତରଫରୁ ଗୃହ ବିଭାଗକୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 24, 2026 May 24, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?