Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କଲା ନୟାଗଡ଼ ଜିଲ୍ଲା ପ୍ରଶାସନ

Published May 24, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲାବାସୀଙ୍କୁ ଅତ୍ୟାବଶ୍ୟକ କାମ ଛଡ଼ା ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରିବାକୁ ମନା କରାଯାଇଛି। ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ପାଣି ପିଇବା, ହାଲୁକା ପୋଷାକ ପିନ୍ଧିବା ଓ ଧୂପରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବୟସ୍କ ବ୍ୟକ୍ତି, ଶିଶୁ ଓ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ବିଶେଷ ସାବଧାନତା ଅବଲମ୍ବନ କରିବାକୁ କୁହାଯାଇଛି। ଯଦି କାହାରି ମୁଣ୍ଡ ଘୁରିବା, ଦୁର୍ବଳତା କିମ୍ବା ହିଟ୍‌ଷ୍ଟ୍ରୋକ୍ ଲକ୍ଷଣ ଦେଖାଯାଏ, ତେବେ ତୁରନ୍ତ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନେବାକୁ ଅନୁରୋଧ କରାଯାଇଛି। ଜିଲ୍ଲା ପ୍ରଶାସନ ସମସ୍ତଙ୍କୁ ସଚେତନ ରହି ସୁରକ୍ଷିତ ରହିବାକୁ ସଚେତନତା ବାର୍ତ୍ତା ପ୍ରଦାନ କରିଛନ୍ତି ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha May 24, 2026 May 24, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ
ରାଜ୍ୟ ଖବର
ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି:ନୟାଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମଦାସ
ରାଜ୍ୟ ଖବର
ବିଦ୍ୟୁତ୍ କାଟକୁ ନେଇ ଅରୁଣଙ୍କ ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ କରିବ ବିଜେଡ଼ି
ରାଜ୍ୟ ଖବର
ବାପ ଛେଉଣ୍ଡ ପୁଅ ଜିଲ୍ଲା ଟପ୍ପର: ସରୋଜଙ୍କୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କଲେ ଜିଲ୍ଲାପାଳ
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

Odisha Lekha May 25, 2026
ରାଜ୍ୟ ଖବର

ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି:ନୟାଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମଦାସ

Odisha Lekha May 24, 2026
ରାଜ୍ୟ ଖବର

ବିଦ୍ୟୁତ୍ କାଟକୁ ନେଇ ଅରୁଣଙ୍କ ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ କରିବ ବିଜେଡ଼ି

Odisha Lekha May 23, 2026
ରାଜ୍ୟ ଖବର

ବାପ ଛେଉଣ୍ଡ ପୁଅ ଜିଲ୍ଲା ଟପ୍ପର: ସରୋଜଙ୍କୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କଲେ ଜିଲ୍ଲାପାଳ

Odisha Lekha May 4, 2026
ରାଜ୍ୟ ଖବର

କୋଟା ହଟାଅ–ଶିକ୍ଷା ବଞ୍ଚାଅ:ରାଜ୍ୟରେ ନୟାଗଡ଼ ଓଏଭି  ଶ୍ରେଷ୍ଠ ବିବେଚିତ:ଅରୁଣ

Odisha Lekha May 4, 2026
ରାଜ୍ୟ ଖବର

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର A1ରେ ଛାତ୍ରୀଛାତ୍ର

Odisha Lekha May 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?