Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

Published May 25, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ବର୍ତ୍ତମାନର ବଡ଼ ପରିବର୍ତ୍ତନ। ପୁଣି ବଦଳିଲା ଗୃହ ବିଭାଗର ଅର୍ଡର। ଦୁଇ ଦିନ ତଳେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏକ ବଦଳି ଅର୍ଡର ପ୍ରକାସ ପାଇଥିଲା। ଯେଉଁଥିରେ କି ଆଇପିଏସ ଓ ଓପିଏସ୍ ୧୮ଜଣଙ୍କର ବିଭିନ୍ନ୍ ବିଭାଗ ଓ ଜିଲ୍ଲାକୁ ବଦଳି କରଯାଇଥିଲା। ପୂର୍ବରୁ ପ୍ରକାଶ ପାଇଥିବା ବଦଳି ଅର୍ଡରରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କୁ ଭିଜିଲାନ୍ସ ଆରକ୍ଷୀ ଅଧିକ୍ଷକ ଭାବରେ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ କଟକ ସିବି-ସିଆଇଡି (CB-CID) ଭାବେ କାର୍ଯ୍ୟରତ ପରମାର ସ୍ମିତ ପୁରୁଷୋତ୍ତମ ଦାସଙ୍କୁ ବଦଳି କରାଯାଇ ନୟାଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଭାବେ ନବ ନିଯୁକ୍ତ କରାଯାଇଥିଲା। ତେବେ ଆଜି ସେହି ବଦଳିକୁ ନେଇ ପୁଣି ଏକ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। କଟକ ସିବି-ସିଆଇଡି (CB-CID) ଭାବେ କାର୍ଯ୍ୟରତ ପରମାର ସ୍ମିତ ପୁରୁଷୋତ୍ତମ ଦାସ ନୟାଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଭାବରେ ଯୋଗ ଦେବା ପୂର୍ବରୁ ପୁଣି ତାଙ୍କୁ ଖୋର୍ଦ୍ଧା ଜିଲ୍ଲାକୁ ବଦଳି କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାର ନବ ନିଯୁକ୍ତ ପାଇଥିବା ଆରକ୍ଷୀ ଅଧିକ୍ଷକ ୨୦୧୯ ଵ୍ୟାଚ୍ ର ଆଇପିଏସ୍ ଶୁଭେନ୍ଦୁ କୁମାର ପାତ୍ରଙ୍କୁ ନୟାଗଡ଼ ଜିଲ୍ଲାର ନୂଆ ଆରକ୍ଷୀ ଅଧିକ୍ଷକ ଭାବେ ଗୃହ ବିଭାଗ ନିଯୁକ୍ତ କରାଯାଇଛି। ତେବେ ଏହାକୁ ନେଇ ବିଭିନ୍ନ୍ ମହଲରେ ଶୁଭେଚ୍ଛାର ସୁଅ ଛୁଟିଥିବା ବେଳେ ବୁଦ୍ଧିଜୀବୀଙ୍କ ମହଲରେ ତତକାଳ ବଦଳି ଅର୍ଡର ପରିବର୍ତ୍ତନକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 25, 2026 May 25, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise1
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
ରାଜ୍ୟ ଖବର

ବିଜେପି ନେତାଙ୍କୁ ସାମ୍ବାଦିକ ସମ୍ମିଳନୀରେ ଧୋଇଲେ ଅରୁଣ:ବିଜେପି ସରକାର ଏବେ ପେପର୍ ଲିକ୍ ସରକାର:ଅରୁଣ

Odisha Lekha July 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?