Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆରକ୍ଷୀ ଅଧିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

Published May 28, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପୋଲିସ ମୁଖ୍ୟାଳୟ ପକ୍ଷରୁ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଆଇପିଏସ୍ ଏସ ସୁଶ୍ରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନୟାଗଡ଼ ପୋଲିସ ପ୍ରଶିକ୍ଷଣ ବିଦ୍ୟାଳୟର ଅଧ୍ୟକ୍ଷ ଭବେଶ ନାୟକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିରଞ୍ଜନ ସମାନ୍ତରାୟ ଉପସ୍ଥିତ ରହି ନୟାଗଡ଼ ତତକାଳୀନ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସୁଶ୍ରୀଙ୍କ ଉତ୍କୃଷ୍ଟ ନେତୃତ୍ୱ, ନିଷ୍ଠା, ସ୍ୱଚ୍ଛତା ଓ ପୁଲିସ ସେବା ପ୍ରତି ଅଟୁଟ ସମର୍ପଣକୁ ସମସ୍ତେ ଉଚ୍ଚ ପ୍ରଶଂସା କରିଥିଲେ।

ଜିଲ୍ଲାର ଆଇନ-ଶୃଙ୍ଖଳା ରକ୍ଷା ଓ ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ତାଙ୍କ ଅବଦାନ ସଦା ସ୍ମରଣୀୟ ରହିବ।ନୟାଗଡ଼ ପୁଲିସ ପକ୍ଷରୁ ତାଙ୍କ ଆଗାମୀ କାର୍ଯ୍ୟଭାର ପାଇଁ ସୁସ୍ଥ, ସୁଖମୟ ଓ ସଫଳ ଭବିଷ୍ୟତର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଯାଇଛି। ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଜିଲ୍ଲାର ସମସ୍ତ ଡିଏସସ୍ପି, ଆଇଆଇସି ଓ ଜିଲ୍ଲା ମୁଖ୍ୟାଳୟର ସମସ୍ତ କର୍ମଚାରି ଉପସ୍ଥିତ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha May 28, 2026 May 28, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?