Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଉତ୍କଳମଣି ଗୋପବନ୍ଧୁ ଦାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

Published August 17, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): 79ତମ ସ୍ୱାଧୀନତା ଦିବସ ଅବସରରେ ଇଟାମାଟି ପାଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୋପବନ୍ଧୁ ସେବା ପରିଷଦ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ଇଟାମାଟି ପଞ୍ଚାୟତର ସରପଞ୍ଚ ସ୍ବପ୍ନେଶ୍ୱରୀ ସେଠୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ । ଅନୁଷ୍ଠାନର ସଭାପତି ପ୍ରଦ୍ୟୁମ୍ନ କୁମାର ସାହୁ, ଜିଲ୍ଲା ପରିଷଦ ଆଶିଷ କୁମାର ଅଗ୍ରୱାଲ, ସମିତି ସଭ୍ୟ ଗୋଲାପ ରାଣୀ ସେଠୀ, ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ପ୍ରାକ୍ତନ ଅଧ୍ୟାପକ ରଙ୍ଗନାଥ ବେହେରା, ପ୍ରଫୁଲ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 17, 2025 August 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?