Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଡ଼କ୍ଟର ସିପି ରାଧାକୃଷ୍ଣନ ହେଲେ ଏନଡିଏର ଉପ ରାଷ୍ଟ୍ରପତି ପ୍ରାର୍ଥୀ

Published August 17, 2025 ଦେଶ ବିଦେଶ ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ:ସବୁ କଳ୍ପନା ଜଳ୍ପନା ଅନ୍ତ ଘଟିଲା। ଏନଡିଏ ତାର ଉପ ରାଷ୍ଟ୍ରପତି ପ୍ରାର୍ଥୀର ନାମ ଘୋଷଣା କରିଛି।ତାମିଲନାଡୁ ରାଜ୍ୟର ପୂର୍ବତନ ବିଜେପି ସଭାପତି ତଥା ବର୍ତ୍ତମାନ ମହାରାଷ୍ଟ୍ର ରାଜ୍ୟର ରାଜ୍ୟପାଳ ଡ଼କ୍ଟର ସିପି ରାଧାକୃଷ୍ଣନଙ୍କୁ ଉପ ରାଷ୍ଟ୍ରପତି ପ୍ରାର୍ଥୀ କରିଛି ଏନଡିଏ। ଭାରତୀୟ ନିର୍ବାଚନ କମିଶନ ଖାଲି ପଡ଼ିଥିବା ଉପ ରାଷ୍ଟ୍ରପତି ପଦ ପାଇଁ ସେପ୍ଟେମ୍ବର 9 ତାରିଖରେ ଭୋଟିଂ ହେବ ବୋଲି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଚଳିତ ବର୍ଷ ସେପ୍ଟେମ୍ବର 9 ତାରିଖରେ ଉପ ରାଷ୍ଟ୍ରପତି ନିର୍ବାଚନ ହେବାକୁ ନେଇ ଅଗଷ୍ଟ 7ରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ 21 ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ଥିବା ବେଳେ ଅଗଷ୍ଟ 22ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ ଏବଂ ଅଗଷ୍ଟ 25ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି । ଶେଷରେ ସେପ୍ଟେମ୍ବର 9ତାରିଖରେ ଉପ ରାଷ୍ଟ୍ରପତି ମୁକୁଟ ପାଇଁ ଭୋଟିଂ ହେବ ବୋଲି ବିଜ୍ଞପ୍ତିରୁ ଜଣାପଡିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 17, 2025 August 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦେଶ ବିଦେଶ

ବିଶିଷ୍ଟ ଅଭିନେତା ନାନା ପାଟେକରଙ୍କ ବିୟୋଗ :୭୫ ବର୍ଷ ବୟସରେ ପରଲୋକ :ଭାରତୀୟ ସିନେମା ଜଗତରେ ଶୋକ

Odisha Lekha October 8, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ଦେଶ ବିଦେଶ

ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

Odisha Lekha October 1, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?