Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Published June 16, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଦିନେ ଏକାଠି ହୋଇ କାମ କରୁଥିଲେ। କିନ୍ତୁ ଆଜି ଇଏ ବିରୋଧୀ। ଅଧ୍ୟକ୍ଷ ସିନା ମାନବିକତା ହରାଇଦେଲେ କିନ୍ତୁ ମାନବିକତା କାହାକୁ କୁହାଯାଏ, ତାହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ନୟାଗଡ଼ ବ୍ଲକ୍ ଉପାଧ୍ୟକ୍ଷା। ବ୍ଲକ୍ ଅଧ୍ୟକ୍ଷଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆସିଥିବା ବେଳେ ଜାଣିଶୁଣି ଜିଲ୍ଲା ପ୍ରଶାସନ ଦିନ ପରେ ଦିନ ଗଡ଼େଇ ଚାଲିଛି ଯାହାକୁ ନେଇ ବ୍ଲକ୍ ଉପାଧ୍ୟକ୍ଷାଙ୍କ ସହ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ/ସଭ୍ୟା ମାନେ ଜିଲ୍ଲା ପ୍ରଶାସନ ବିରୋଧ ଜୁନ୍ ୧୭ତାରିଖରୁ ଅହୋରାତ୍ର ଧାରଣାରେ ବସିଲେ ବୋଲି ଚେତାବନୀ ଦେଇଥିଲେ। ଏବଂ ଅହୋରାତ୍ର ଧାରଣା ବସିଥାନ୍ତେ ମଧ୍ୟ। କିନ୍ତୁ ମାନବିକତା ଦେଖାଇବାକୁ ଯାଇ ଅହୋରାତ୍ର ଧାରଣା କିଛି ଦିନ ପାଇଁ ସ୍ତଗିତ ରଖାଯାଇଛି। କାରଣ ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷଙ୍କ ମାତୃ ବିୟୋଗ କୁ ଦୃଷ୍ଟିରେ ରଖି ୧୭ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଅହୋରାତ୍ର ଧାରଣା କାର୍ଯ୍ୟକ୍ରମ କୁ ସ୍ଥଗିତ ରଖିଲେ ସରପଞ୍ଚ ଓ ସମିତି ସଭ୍ୟ ମାନେ । ଏନେଇ ବ୍ଲକ୍ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ଜିଲ୍ଲାପାଳଙ୍କୁ ଜଣାଇଥିବା ସୂଚନା ମିଳିଛି। ୨୪ ଜୁନ୍ ସୁଦ୍ଧା ଯଦି ଅନାସ୍ଥା ପ୍ରସ୍ତାବ କାର୍ଯ୍ୟ ଆରମ୍ଭ ନହୁଏ ତେବେ ଅହୋରାତ୍ର ଧାରଣା କାର୍ଯ୍ୟକ୍ରମ କରାଯିବ ବୋଲି ବ୍ଲକ୍ଉ ପାଧ୍ୟକ୍ଷା ଶ୍ରୀମତୀ ସାହୁ ଉଲ୍ଲେଖ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha June 16, 2026 June 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Odisha Lekha April 11, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?