Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆକାଉଣ୍ଟାଣ୍ଟ କମ ଡିଇଓ ସଂଘର ଜିଲ୍ଲା ସ୍ତରୀୟ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ:୪୧ ୟୁନିଟ୍ ରକ୍ତ ସଂଗୃହୀତ

Published June 27, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଆକାଉଣ୍ଟାଣ୍ଟ କମ୍ ଡିଇଓ ସଂଘର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ରକ୍ତ ଭଣ୍ଡାର ପରିସରରେ ଆନୁଷ୍ଠାନିକ ଭାବେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଉଦ୍ଘାଟନ ହୋଇଯାଇଛି। ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟ କରୁଥିବା କର୍ମକର୍ତ୍ତା ମାନେ ୪୧ ୟୁନିଟ୍ ରକ୍ତ ଦାନ କରିଥିଲେ । ଶିକ୍ଷାବିତ୍ ଧିରେନ ପଟ୍ଟନାୟକ ଓ ଡାକ୍ତର ମୋନାଲିସା ସ୍ୱାଇଁ ରକ୍ତ ଦାନ ଶିବିରକୁ ଉଦ୍ଘାଟନ କରିଥିଲେ ।

ସଂଘ ତରଫରୁ ନୟାଗଡ଼ ସମର୍ପଣ ବୃଦ୍ଧାଶ୍ରମ ରେ ରହୁଥିବା ଅନ୍ତେବାସୀ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିଥିଲେ । ଲେଙ୍କୁଡ଼ିପଡ଼ା କଲ୍ୟାଣ ମଣ୍ଡପରେ ବାର୍ଷିକ ଉତ୍ସବ ତଥା ସଂଘ ର କାର୍ଯ୍ୟପନ୍ଥା ଓ ହିସାବ ତଦାରଖ କରିଥିଲେ । ଜିଲ୍ଲା ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟିଙ୍କ ଅଧକ୍ଷତାରେ ଆୟୋଜିତ ସଭାରେ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ମହାନ୍ତି, କୋଷାଧକ୍ଷ ନିରଞ୍ଜନ ମିଶ୍ରଙ୍କ ସମେତ ଜିଲ୍ଲାର ଆଠ ଗୋଟି ବ୍ଲକ୍ ର ସଭାପତି ଓ ସମ୍ପାଦକ ସହ କୋର୍ କମିଟି କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରିଥିଲେ ।

ସଂଘର ସକ୍ରିୟ ସଭ୍ୟ ତଥା ପୂର୍ବତନ ସଭାପତି ବାଦଲ ଷଡ଼ଙ୍ଗୀ ମଞ୍ଚ ପରିଚାଳନା କରିଥିଲେ । ଜିଲ୍ଲାର ଆଠଗୋଟି ବ୍ଲକ୍ ରୁ ୧୩୧ ଜଣ ଆକାଉଣ୍ଟାଣ୍ଟ କମ ଡିଇଓ ମାନେ ଉପସ୍ଥିତ ଥିଲେ । ନୟାଗଡ ଜିଲ୍ଲା ରକ୍ତ ସଂକଟ ଦେଖା ଦେଉଥିବା ସମୟରେ ଆକାଉଣ୍ଟାଣ୍ଟ କମ ଡିଇଓ ସଂଘର ରକ୍ତଦାନ କରିବାର ନିଷ୍ପତ୍ତି ଓ ସଂଘ ତରଫରୁ୪୧ ୟୁନିଟ୍ ରକ୍ତ ଦାନ କରିଥିବାରୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha June 27, 2026 June 27, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?