Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗୋଡିଗଦା ମୃତ ଦେହ ଉଦ୍ଧାର:ଦୁର୍ଘଟଣା ନା ହତ୍ୟା !

Published June 28, 2026 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଗୋଡ଼ିଗଦାରୁ ଉଦ୍ଧାର ହୋଇଛି ୧୯ବର୍ଷୀୟ ଯୁବକଙ୍କ ମୃତ ଦେହ। ଯୁବକ ଜଣଙ୍କର ଦୁର୍ଘଟଣା ଜନିତ ମୃତ୍ୟୁ ଘଟିଛି ନା ହତ୍ୟା କରି ଗୋଡ଼ି ଗଦାରେ ପୋତି ଦିଆଯାଇଛି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଯବତ କରିଛି। ତେବେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଫତେଗଡ ଥାନା ଭାପୁର ମହୋତ୍ସବ ପଡ଼ିଆରେ। ମୃତ ଯୁବକ ଜଣଙ୍କ ହେଉଛନ୍ତି ୧୯ବର୍ଷୀୟ ମୁନା ରାଉତ। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ସୁନାଖଳା ଗ୍ରାମର ୧୯ ବର୍ଷୀୟ ମୁନା ରାଉତ ଏକ ହାଇୱା ଟ୍ରକରେ ହେଲ୍ପର ଭାବେ କାମ କରୁଥିଲେ। ଶନିବାର ରାତିରେ ଭାପୁର ବଜାର ନିକଟରେ ଥିବା ମହୋତ୍ସବ ପଡ଼ିଆ ନିକଟରେ ଚିପ୍ସ(ଗୋଡ଼ି) ଅନଲୋଡ଼ ହୋଇଥିଲା । ତେବେ ଆଜି ସକାଳୁ ଉକ୍ତ ଗୋଡ଼ିଗଦା ଭିତରୁ ମୁନାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ସାଙ୍ଗେ ସାଙ୍ଗେ  ସ୍ଥାନୀୟ ଅଞ୍ଚଳରେ ଏହି ଘଟଣା ଖେଳି ଯାଇଥିଲା। ଖବର ପାଇ ଫତେଗଡ଼ ପୋଲିସ ଓ ତଦନ୍ତକାରୀ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ହତ୍ୟା ନା ଦୁର୍ଘଟଣାଜନିତ, ସେନେଇ ପୋଲିସ୍  ସମସ୍ତ୍  ଦିଗରୁ ତଦନ୍ତ ଜାରି ରଖିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha June 28, 2026 June 28, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad1
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?