Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Published July 5, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଲଘଚାପଜନିତ ବର୍ଷାରେ ଭୁଶୁଡ଼ି ପଡ଼ିଛି କୋଟି କୋଟି ଟଙ୍କାରେ ନିର୍ମିତ ହୋଇଥିବା ଜାତୀୟ ରାଜପଥର ସପୋର୍ଟ ରାସ୍ତା। ଯାହାଫଳରେ ବାଇପାସ୍ ରାସ୍ତା ସପୋର୍ଟ ରାସ୍ତାରେ ଯିବା ଆସିବା ବ୍ୟାଘାତ ସୃଷ୍ଟି ହୋଇଛି। ଏଭଳି ଘଟଣା ଦେଖିବାକୁ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର୍ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତାର ଲେଙ୍କୁଡ଼ିପଡା ଓଭର ବ୍ରିଜର ସପୋର୍ଟ ରାସ୍ତାର ଗୋଟିଏ ପାର୍ଶ୍ୱ ସଂମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ଉକ୍ତ ରାସ୍ତା ଟି କିଛି ମାସ ହେଲା ନୂତନ ଭାବେ ନିର୍ମାଣ କରାହୋଇଥିବା ବେଳେ, ଲଘୁଚାପ ଜନିତ ବର୍ଷା ଭୁଶୁଡ଼ି ଯିବା ଘଟଣା ଠିକା ସଂସ୍ଥାର କାର୍ଯ୍ୟଦକ୍ଷତା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଭୁଶୁଡ଼ି ଯିବା ଫଳରେ ସପୋର୍ଟ ରାସ୍ତାରେ ଯିବା ଆସିବା କରିବାରେ ଅସୁବିଧା ଦେଖାଦେଇଛି। ସେପଟେ ଠିକା ସଂସ୍ଥା ଜାଣିବା ପରେ ମରାମତି କରିବା ପାଇଁ ଡ଼ଷ୍ଟ ପକାଇଥିବା ଦେଖିବାକୁ ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha July 5, 2026 July 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?