Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Published July 5, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଖଣ୍ଡପଡ଼ା ରୋଡ ରେ ଥିବା ଏକ ଘରୋଇ ଅଲଟ୍ରାସାଉଣ୍ଡ କ୍ଲିନିକ୍ ନିରୋଗ ଉପରେ ସ୍ୱାସ୍ଥ୍ୟ ବିଭାଗ ର ଚଢ଼ାଉ । ସୂଚନାନୁସାରେ, ନୟାଗଡ଼ ଖଣ୍ଡପଡ଼ା ରୋଡ ରେ ଥିବା ନିରୋଗ ଅଲଟ୍ରାସାଉଣ୍ଡ କ୍ଲିନିକ୍ ରେ ମେସିନ୍ ଚଳାଇବା ପାଇଁ ଯେଉଁ ଡାକ୍ତର ନିଓଜିତ୍ ଥିଲେ, ତାଙ୍କ ସ୍ଥାନ ରେ ଆଉ ଜଣେ ଡାକ୍ତର ଆସି ଅଲଟ୍ରାସାଉଣ୍ଡ ମେସିନ୍ ଚଳାଉଥିବା ଅଭିଯୋଗ ହୋଇଥିଲା । ନୟାଗଡ ତହସିଲଦାର ରାଜେଶ କେଶରୀ ସ୍ୱାଇଁଙ୍କ ଉପସ୍ଥିତ ରେ ସ୍ୱାସ୍ଥ୍ୟ ବିଭାଗ ର ଟିମ୍ ଆସି ଯାଞ୍ଚ କରିବା ସହ ମେସିନ୍ ସିଜ୍ କରିଛନ୍ତି । ଏଥିସହ କର୍ମଚାରୀ ମାନଙ୍କ ବୟାନ ମଧ୍ୟ ରେକଡ୍ କରିଛନ୍ତି । ତଦନ୍ତ ଚାଲୁ ରହିଛି, ରିପୋର୍ଟ ଆସିବା ପରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରିବ ବୋଲି ତହସିଲଦାର ରାଜେଶ କେଶରୀ ସ୍ୱାଇଁ ପ୍ରକାଶ କରିଛନ୍ତି। ଜିଲ୍ଲା ସଦମହକୁମାରେ ମାଳ ମାଳ ଅଲଟ୍ରାସାଉଣ୍ଡ ଖୋଲାଯାଇ ରୋଗୀ ମାନଙ୍କୁ ଶୋଷଣ କରାଯାଉଥିବା ବେଳେ ଆଜି ହଠାତ୍ ଏଭଳି ଅଚାନକ ଚଢ଼ାଉ ହେବା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏ ଚଢ଼ାଉ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କାହା ଇଙ୍ଗିତରେ କରିଛି ? ନିରୋଗ ସେଣ୍ଟର ଉପରେ ଚଢ଼ାଉ ପଛରେ କୌଣସି ରାଜନେତା କିମ୍ବା ବ୍ୟବସାୟୀ ସଂସ୍ଥାର ହାତ ନାହିଁ ତ ? ଏହି ଚଢ଼ାଉ କେବଳ ଗୋଟିଏ ସେଣ୍ଟର ପାଇଁ ନା ଜିଲ୍ଲାରେ ଥିବା ସମସ୍ତ ସେଣ୍ଟର ପାଇଁ ତାହା ନୟାଗଡ଼ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରୁ ବୋଲି ବୁଦ୍ଧିଜିବୀ ମହଲରେ ଆଲୋଚନା ହେଉଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha July 5, 2026 July 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?