Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଙ୍ଗନୱାଡ଼ି ଜିଲ୍ଲା ସଭାନେତ୍ରୀଙ୍କ ପରଲୋକ

Published July 6, 2026 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଅଙ୍ଗନବାଡ଼ି ସଂଘ ସଭାନେତ୍ରୀ ଜ୍ୟୋତ୍ସାମୟୀ ପଣ୍ଡାଙ୍କ ଆଜି ସଂନ୍ଧ୍ୟାରେ ପରଲୋକ ଘଟିଛି । ସେ ନୟାଗଡ଼ ସଦରବ୍ଲକ କ୍ରିଦାଶପୁର ଗ୍ରାମର ଅଙ୍ଗନୱାଡ଼ି କର୍ମୀ ଭାବେ କାର୍ଯ୍ୟ କରୁଥିଲେ । ନୟାଗଡ଼ର ପ୍ରମୂଖ କୃଷକ ନେତା ଜଗନ୍ନାଥ ପଣ୍ଡାଙ୍କ କନ୍ୟା ତଥା ପୂର୍ବତନ ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡାଙ୍କ ଭଉଣୀ । ଆଜି ସକାଳୁ ସେ କ୍ରିଦାଶପୁର ସ୍ଥିତି ବାସଭବନରୁ ତାଙ୍କ ସ୍ୱାମୀ ମାନସ କୁମାର ପଣ୍ଡାଙ୍କ ବାଇକରେ ଆସୁଥିଲେ । ଅସାବଧନତା କାରଣରୁ ବାଇକରୁ ଖସି ପଡ଼ିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି । ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଏମ୍ସଠାରେ ଉପସ୍ଥିତ ରହିଥିବା ବେଳେ ପରିବାର ବର୍ଗଙ୍କୁ ଶାନ୍ତ୍ୱନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha July 6, 2026 July 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad1
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?