Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Published July 6, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ର ବିଜେପି ନେତ୍ରୀ ତଥା ପୂର୍ବତନ ସାଂସଦଙ୍କ ଲେଟର ପ୍ୟାଡ଼, ସିଲ ଏବଂ ଦସ୍ତଖତ ଜାଲି କରାଯାଇ ନୟାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିରଞ୍ଜନ ସାମନ୍ତରାୟଙ୍କ ବଦଳି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ସୁପାରିଶ ଶୀର୍ଷକ ଚିଠିର ସତ୍ୟତାକୁ ନେଇ ନିଜେ ପୂର୍ବତନ ସାଂସଦ ନୟାଗଡ଼ ଥାନାରେ ଲିଖିତ ଅଭିଯୋଗ କଲାପରେ ସମଗ୍ର ଘଟଣାକ୍ରମ ଉପରେ ପୋଲିସ ଉଚ୍ଚସ୍ତରୀୟ ତଦନ୍ତ ଆବଶ୍ୟକତା ରହିଥିବା ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ କହିଛନ୍ତି । ବିଜେପି ନେତ୍ରୀଙ୍କ ଦସ୍ତଖତ ଜାଲି ହୋଇଥିଲେ ତାହାର ସତ୍ୟତା ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ହୋଇଥିବା ଚିଠି ଏବଂ ଥାନାରେ ଦିଆଯାଇଥିବା ଲିଖିତ ଅଭିଯୋଗରେ ବିଜେପି ନେତ୍ରୀଙ୍କ ଦସ୍ତଖତ ଏବଂ ତାଙ୍କର ଆଇନ ଅନୁସାରେ ଦଶଗୋଟି ସ୍ପେସିମେନ ସିଗ୍ନେଚର ସହିତ ମାନ୍ୟବର ଏସଡିଜେଏମଙ୍କ ଅନୁମୋଦନ କ୍ରମେ ରାଜ୍ୟ ପୋଲିସ ହାଣ୍ଡରାଇଟିଙ୍ଗ ଏକ୍ସପର୍ଟ ସଂସ୍ଥା ପରୀକ୍ଷାଗାର କୁ ଦସ୍ତଖତ ସତ୍ୟତା ଯାଞ୍ଚ ପାଇଁ ତୁରନ୍ତ ପ୍ରେରଣ କରିବା ପାଇଁ କଂଗ୍ରେସ ନେତା ଶ୍ରୀଯୁକ୍ତ ଦାଶ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଟୁଇଟ କରିଛନ୍ତି । ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ପୋଲିସ ଉପଯୁକ୍ତ ତଦନ୍ତ କରି ସମ୍ପୃକ୍ତ ବିଭୀଷଣ ମାନଙ୍କୁ ଚିହ୍ନଟ କରାଯାଇ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । କୋର୍ଟ ଅନୁମତି ନେଇ ରାଜ୍ୟ ପୋଲିସ ହାଣ୍ଡରାଇଟିଙ୍ଗ ଏକ୍ସପର୍ଟ ସଂସ୍ଥା କୁ ଇତାଲାକାରୀଙ୍କ ସ୍ପେସିମେନ ଦସ୍ତଖତ ତୁରନ୍ତ ଯାଞ୍ଚ ପାଇଁ ପଠାଇବା ପାଇଁ କଂଗ୍ରେସ ନେତା ବରିଷ୍ଠ ଆଇନଜୀବୀ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଟୁଇଟ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha July 6, 2026 July 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
ରାଜନୀତି

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Odisha Lekha April 11, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?