Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Published July 7, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ, (ଓଡ଼ିଶା ଲେଖା): ଓଡ଼ିଶା ସାହିତ୍ୟ ଏକାଡେମୀ-୨୦୨୬ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ବିଭିନ୍ନ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା ନୟାଗଡ଼ ପିଏମଶ୍ରୀ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ଓ ରାଜ୍ୟ ସରକାରଙ୍କ ମିଳିତ ଆନକୂଲ୍ୟରେ ଆୟୋଜିତ ପ୍ରତିଯୋଗିତାରେ ଓଡ଼ିଆ ସାଧାରଣ ଜ୍ଞାନ, ତର୍କ, ସଙ୍ଗୀତ,ପ୍ରବନ୍ଧ ଆଦି ବିଷୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଚାରକ ଭାବେ ବରିଷ୍ଠ ସାମ୍ୱାଦିକ ରାମକୃଷ୍ଣ ରଥ, ଡ଼ ସୁକାନ୍ତି ମହାନ୍ତି, ରବୀନ୍ଦ୍ର ମହାପାତ୍ର, ଗୋପୀନାଥ ସେଠି, ଅଧ୍ୟାପିକା ନିଳୀମା ନନ୍ଦ, ପ୍ରଧାନୀ ବୃନ୍ଦାବନ ମାହାପାତ୍ର, ଦେବେନ୍ଦ୍ର ପରମଗୁରୁ ପ୍ରମୁଖ ଯୋଗଦେବା ସହ ଜିଲ୍ଲା ସ୍ତରୀୟ ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରଷ୍କୃତ କରିଥଲେ।

ଜିଲ୍ଲା ସଂସ୍କୃତି ଅଧିକାରୀ ସୁମିତ୍ରା ଭୂୟାଁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ସାରସ୍ୱତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ, କବି ନିର୍ମଳ ଚନ୍ଦ୍ର ସୁରଦେଓ ପ୍ରମୁଖ ପରିଚାଳନା କରିଥିଲେ। ଏଠାରେ ସୁଚନା ଯୋଗ୍ୟ ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ରାଜ୍ୟ ସ୍ତରୀୟ ପ୍ରତିଯୋଗୀ ତାରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha July 7, 2026 July 7, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
ଶିକ୍ଷା ଓ ନିଯୁକ୍ତି

ଗାଇଡାନ୍ସ ପବ୍ଲିକ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ:ସଚେତନତା ମୂଳକ ନାଟକ ‘ମା ଓ ମମତା’ ମଞ୍ଚସ୍ଥ

Odisha Lekha February 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?