Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ କିରାଣୀଙ୍କ ଅବସର ସାମ୍ବାଦିକ ଭବନରେ ସମ୍ବର୍ଦ୍ଧନା

Published August 2, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ ସିଦ୍ଧାର୍ଥ ଦେ ଆଜି ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ବର୍ଷ ନିଷ୍ଠାପର ଭାବେ ନୟାଗଡ଼ ଜିଲ୍ଲାରେ ସେ କାର୍ଯ୍ୟକରୀ ସୁନାମ ଅର୍ଜ୍ଜନ କରିଛନ୍ତି। ଆଜି ସନ୍ଧ୍ୟାରେ ନୟାଗଡ଼ ସାମ୍ବାଦିକ ଭବନରେ ଏକ ସମ୍ବର୍ଦ୍ଧନା ସଭା ସଭାପତି ବୈଦ୍ୟ ଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାକୁ ସମ୍ପାଦକ ଅନୀଲ କୁମାର ପଣ୍ଡା ସଂଯୋଜନା କରିଥିଲେ। ସାମ୍ବାଦିକମାନେ କିରାଣୀ ସିଦ୍ଧାର୍ଥ ଦେଙ୍କୁ ନେଇ ନିଜ ନିଜର ଅନୁଭୂତି ବଖାଣିଥିଲେ। ନୟାଗଡ଼ ଜିଲ୍ଲାର ସାମ୍ୱାଦିକଙ୍କ ପାଇଁ ସେ କରିଥିବା ସାହାଯ୍ୟ ଓ ସହଯୋଗ ସମସ୍ତଙ୍କ ମନେ ରହିବ ବୋଲି କହିଥିଲେ। ଶ୍ରୀଯୁକ୍ତ ଦେ, ନୟାଗଡ଼ରେ ଦୀର୍ଘ ୩୨ ବର୍ଷ କାଳ ସୁଚାରୁ ରୂପେ ନିଜ ଦାୟିତ୍ୱ ନିର୍ବାହନ କରି ଲୋକପ୍ରିୟ ହୋଇପାରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 2, 2026 August 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?