Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରୋଟାରୀ କ୍ଲବରେ ଓଡ଼ିଆ ସାମ୍ବାଦିକତା ଦିବସ

Published August 4, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଆଜି ନୟାଗଡ଼ ନୟାଗଡ଼ ରୋଟାରୀ କ୍ଲବ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରୋଟାରୀ କ୍ଲବ୍ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମକୁ ସଭାପତି ରୋଟାରିଆନ ବାସୁଦେବ ସାହୁ ସଭାପତିତ୍ୱ କରିଥିବା ବେଳେ ରୋଟାରୀ ଜୋନାଲ ଚେୟାରମ୍ୟାନ ରୋଟାରିଆନ ସରୋଜ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଜାତା ସାହୁ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏହି ଅବସରରେ ନୟାଗଡ଼ ଜିଲ୍ଲାର ୬୦ରୁ ଅଧିକ ସାମ୍ବାଦିକ ଯୋଗଦେଇଥିଲେ। ବରିଷ୍ଠ ସାମ୍ବାଦିକ ନିର୍ମଳ ଚନ୍ଦ୍ର ସୁରଦେଓ, ଆଚାର୍ଯ୍ୟ ବିଶ୍ୱରଞ୍ଜନ, ବୈଦ୍ୟଭୂଷଣ ମହାପାତ୍ର, ରାମକୃଷ୍ଣ ରଥ, ଅଶୋକ ମହାପାତ୍ର ଓ ରଜତ ପଟ୍ଟନାୟକ ପ୍ରମୁଖ ଓଡ଼ିଆ ସାମ୍ବାଦିକତା ଦିବସର ମହତ୍ତ୍ୱ, ଓଡ଼ିଆ ସାମ୍ବାଦିକତାର ଗୌରବମୟ ପରମ୍ପରା ଏବଂ ଏହାର ମୌଳିକତା ଓ ବିଶ୍ୱସନୀୟତା ରକ୍ଷାରେ ସାମ୍ବାଦିକମାନଙ୍କ ଦାୟିତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ସାମ୍ବାଦିକଙ୍କୁ ରୋଟାରୀ କ୍ଲବ୍ ନୟାଗଡ଼ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ରୋଟାରୀ କ୍ଲବ୍ ସଦସ୍ୟ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ପ୍ରଶନ୍ନ କୁମାର ବସନ୍ତିଆ, ମିହିର ରଞ୍ଜନ ନାୟକ, ଶ୍ରୀକୁମାର ରଥ, ପ୍ରଶାନ୍ତ କୁମାର ପଟ୍ଟନାୟକ, ବସିରନ ବିବି, ଗୀତାଞ୍ଜଳି ମହାପାତ୍ର, ନିରଞ୍ଜନ ପାତ୍ର, ଗୁଣନିଧି ଶତପଥୀ, ଭାଗିରଥି ସାହୁ, ଜି. ରଶ୍ମି ରାଜ, ମଦନ ମୋହନ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ରୋଟାରିଆନ ଧିରେନ୍ଦ୍ର ପଟ୍ଟନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଅବିନାଶ ସାହୁ ଓ ଦୀପେଶ ରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ କ୍ଲବ୍‌ର ଯୁଗ୍ମ ସମ୍ପାଦକ ଦେବାଶିଷ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 4, 2026 August 4, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?