Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଅର୍ଥ ଶୋଷଣ ଘଟଣା:ଜିଲ୍ଲା କଂଗ୍ରେସର ଅଭିନବ ପ୍ରତିବାଦ

Published August 12, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ମେଡିକାଲରେ ଚିକିତ୍ସା ପାଇଁ ଡାକ୍ତର ଙ୍କ ଠାରୁ ସ୍ୱାସ୍ଥ୍ୟକର୍ମୀ ଯାଏଁ ସମସ୍ତେ ରୋଗୀ ମାନଙ୍କ ଠାରୁ ଜବରଦସ୍ତ ଅର୍ଥଲୁଟ କରି ଶୋଷଣ ବିରୁଦ୍ଧରେ କଂଗ୍ରେସ ସିପାହୀଙ୍କ ଅଭିନଵ ପ୍ରତିବାଦ ପ୍ରୟାସ କାରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ରୋଗୀ ମାନଙ୍କ ଠାରୁ ଟଙ୍କା ମାଗନ୍ତୁ ନାହିଁ ଲେଖାଥିବା ପୋଷ୍ଟର ସିଡିଏମଓଙ୍କ ପ୍ରକୋଷ୍ଠ, ଏଡିଏମଓ ମେଡିକାଲ, ବିଭିନ୍ନ ଅସ୍ତ୍ରୋପ୍ରଚାର ଗୃହ, ଓପିଡି ଜରୁରୀ ଚିକିତ୍ସା ଏବଂ ଡାକ୍ତରଖାନା ପ୍ରମୁଖ ସ୍ଥାନ ମାନଙ୍କରେ ମରାଯାଇଛି । କିଛି ନିର୍ଦ୍ଧିଷ୍ଟ ଘରୋଇ ହସ୍ପିଟାଲ ମାଲିକ ମାନଙ୍କ ଠାରୁ ମୋଟା ଅଙ୍କର ମୁନଫା ଖାଇ ଏଡିଏମଓ ମେଡିକାଲ ଡାକ୍ତର ସୁଶାନ୍ତ ବେହେରା ବିଭିନ୍ନ ବିଭାଗରେ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ଦାୟିତ୍ୱ ଦେଇ ଜରୁରୀ ରୋଗୀ ମାନଙ୍କୁ ସେହି ଘରୋଇ ହସ୍ପିଟାଲ ମାନଙ୍କୁ ସ୍ଥାନାନ୍ତର କରାଯାଉ ଥିବା ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ ଅଭିଯୋଗ କରିଛନ୍ତି । ଡାକ୍ତରଖାନାରେ ପ୍ରଶାସନିକ ଅବ୍ୟବସ୍ଥା ଦେଖା ଦେବା ଫଳରେ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀ ମାନେ ପ୍ରଚୁର ଟଙ୍କା ଆଦାୟ କରୁଥିବା ବେଳେ ଧରା ପଡୁଛନ୍ତି । ଡାକ୍ତର ମାନେ କ୍ଲିନିକ ନର୍ସିଙ୍ଗହୋମ ଖୋଲି ପ୍ରତି ରୋଗୀପିଛା ଡାକ୍ତରୀ ଫିସ ୪୦୦ ଟଙ୍କା ନେଇ ଶୋଷଣ କରି ଚାଲିଛନ୍ତି । ଯାହାକୁ ଜବରଦସ୍ତ ବିରୋଧ କରିଵା ପାଇଁ ପ୍ରସ୍ତୁତି ଚାଲିଥିବା କଂଗ୍ରେସ ପକ୍ଷରୁ ପ୍ରେସବାର୍ତ୍ତାରେ ସୂଚନା ଦେଇଛି। ଡିସିସି ସାଧାରଣ ସମ୍ପାଦକ ଆଇନଜୀବୀ ପୀତବାସ ଖୁଣ୍ଟିଆ, କୂଳେଶ ମହାନ୍ତି, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ଓମପ୍ରକାଶ ପ୍ରଧାନ, ସୋସିଆଲ ମେଡ଼ିଆ ସୁରେନ୍ଦ୍ର ନାଏକ ସମେତ ଜେନ-ଜି ଛାତ୍ର ମାନେ ଏହି ଅଭିନଵ ପ୍ରତିବାଦ ରେ ସାମିଲ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 12, 2026 August 12, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?