Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଧ୍ୟାପକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

Published August 14, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଇଂରାଜୀ ଅଧ୍ୟାପକ ବାଇଧର ସାହୁଙ୍କ ପରଲୋକରେ ଅଞ୍ଚଳ ଜଣେ ଆଦର୍ଶ ଅଧ୍ୟାପକଙ୍କୁ ହରାଇଲା। ସାରା ଜୀବନ ସ୍ରୋତର ପ୍ରତିକୂଳରେ ବିତିଥିଲେ ବି ପ୍ରଚଣ୍ଡ ସ୍ଵାଭିମାନୀ ମଣିଷଟିଏ ଥିଲେ ବାଇଧର ସାର୍। ଉଚ୍ଚକୋଟୀର ଇଂରାଜୀ ସାହିତ୍ୟକୁ ସରଳ ଏବଂ ସାବଲୀଳ ଢଙ୍ଗରେ ଛାତ୍ରଛାତ୍ରୀ ମାନଙ୍କୁ ପରସି ଦେଇ ଭାରି ପ୍ରଶଂସା ସାଉଁଟିବାରେ ସକ୍ଷମ ହୋଇଛନ୍ତି ସେ। ଆଜି ତାଙ୍କର ପୂଣ୍ୟ ଦଶାହ ତିଥିରେ ଶିକ୍ଷାବିତ୍ ଅଶୋକ କୁମାର ନାୟକ, ଅଧ୍ୟକ୍ଷା ସଲିଳା ସାମଲ୍, ସମାଜସେବୀ ଭାଗୀରଥି ବାଇ, ସୁଶାନ୍ତ କୁମାର ପାତ୍ର, ପ୍ରଶାନ୍ତ କୁମାର ରଥ, ଭାରତୀ ମିଶ୍ର, ସୁପ୍ରିୟା ମହାପାତ୍ର, ଶରତ ସାହୁ, ପ୍ରଫୁଲ୍ଲ ସାହୁ, ଲୋକନାଥ ସାଥୁଆ, ବିଶ୍ୱନାଥ ମହାପାତ୍ର, ପୂର୍ବତନ ସରପଞ୍ଚ ମନୋଜ କୁମାର ସାହୁ, ବିଜୟ ସାଥୁଆ, ପ୍ରଦ୍ୟୁମ୍ନ କୁମାର ଜେନା, କାର୍ତ୍ତିକ ସାହୁ, ସଙ୍ଗୀତ ନିର୍ଦ୍ଦେଶକ ପ୍ରଫୁଲ୍ଲ ସାହୁ, ତାଙ୍କର ଅଗଣିତ ଛାତ୍ରଛାତ୍ରୀ, ସହକର୍ମୀ ଓ ସଖା ସହୋଦର ତାଙ୍କ ବାସଭବନକୁ ଯାଇ ତାଙ୍କର ଅମର ଆତ୍ମା ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନ ଜଣାଇ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 14, 2026 August 14, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ

Odisha Lekha October 16, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?