Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସ୍ଥାୟୀ ବାସସ୍ଥାନ ପ୍ରମାଣପତ୍ର ପଟ୍ଟା ଦାବି:ନରସିଂହପୁରରେ ପଦଯାତ୍ରା

Published August 15, 2026 ଆଞ୍ଚଳିକ ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ନରସିଂହପୁରସ୍ଥାୟୀ ବାସସ୍ଥାନ ପ୍ରମାଣପତ୍ର ଓ ଜମି ପଟ୍ଟା ପ୍ରଦାନ ଦାବିରେ ଆଜି ନରସିଂହପୁର ମୁକ୍ତି ସଂଗଠନ ଓ ଦେବୋତ୍ତର ଉପଭୋକ୍ତା ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଆୟୋଜିତ ହୋଇଥିଲା। ପଞ୍ଚମୁଖୀ ଛକରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ନରସିଂହପୁର ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପଦଯାତ୍ରାରେ ସାମିଲ ହୋଇ ଜନସାଧାରଣଙ୍କ ଦୀର୍ଘଦିନର ଦାବି ପ୍ରତି ସମର୍ଥନ ଜଣାଇବା ସହ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଶୀଘ୍ର ସ୍ଥାୟୀ ପଟ୍ଟା ଓ ଆବଶ୍ୟକ ପ୍ରମାଣପତ୍ର ଯୋଗାଇଦେବା ପାଇଁ ସହଯୋଗର ଆଶ୍ୱାସନ ଦିଆଯାଇଥିଲା।

ଏହି ଅବସରରେ ଜନସାଧାରଣ ଓ ମୁକ୍ତି ସଂଗଠନର ସଦସ୍ୟମାନଙ୍କ ଉପସ୍ଥିତିରେ ନରସିଂହପୁର ତହସିଲଦାର  ଅମ୍ରିତା ସାହୁ ଏବଂ ବ୍ଲକ ଉନ୍ନୟନ ଅଧିକାରୀ ପ୍ରଳୟାନନ୍ଦ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ପଟ୍ଟା ପ୍ରଦାନ ପ୍ରକ୍ରିୟାକୁ ଶୀଘ୍ର ଆଗେଇ ନେବା ସହ ଜନସାଧାରଣଙ୍କ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ସହ ବୈଠକରେ ବିସ୍ତୃତ ଆଲୋଚନା ମଧ୍ୟ କରାଯାଇଥିଲା। ଦୀର୍ଘଦିନର ଏହି ଦାବି ପୂରଣ ପାଇଁ ପ୍ରଶାସନ ତ୍ୱରିତ ପଦକ୍ଷେପ ନେବ ବୋଲି ଆଶା ପ୍ରକାଶ ପାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 15, 2026 August 15, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
ଆଞ୍ଚଳିକ ଖବର

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକରୁ ନାଗସାପ ଉଦ୍ଧାର

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?