Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୮୦ତମ ସ୍ଵାଧୀନତା ଦିବସ:ସାମ୍ବାଦିକ ଭବନରେ ଉଡ଼ିଲା ତ୍ରିରଙ୍ଗା

Published August 15, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ୮୦ତମ ସ୍ୱାଧୀନତା ଦିବସ ଭବନର ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ ଆନନ୍ଦ ଉତ୍ସାହ ଓ ଦେଶପ୍ରେମର ସହ ପାଳିତ ହୋଇଯାଇଛି। ଏହି ଅବସରରେ ନୟାଗଡ଼ ପୌର ପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ ପରେ ଉପସ୍ଥିତ ସାମ୍ବାଦିକ ଓ ଅତିଥିମାନେ ଜାତୀୟ ସଙ୍ଗୀତ ଗାନ କରି ଦେଶର ସ୍ୱାଧୀନତା ସଂଗ୍ରାମୀ ଓ ବୀର ସହିଦମାନଙ୍କୁ ସ୍ମରଣ କରିଥିଲେ।

ଦେଶର ଏକତା, ଅଖଣ୍ଡତା ଓ ଗଣତନ୍ତ୍ରର ସୁରକ୍ଷା ପାଇଁ ସମସ୍ତେ ନିଜ ନିଜ କ୍ଷେତ୍ରରେ ଦାୟିତ୍ୱବାନ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ ଦିଆଯାଇଥିଲା।ସ୍ୱାଧୀନତା ଦିବସ ଅବସରରେ ସାମ୍ବାଦିକ ଭବନ ପରିସରରେ ଦେଶପ୍ରେମର ଭାବନା ସହ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ କୋଷାଧ୍ୟକ୍ଷ ବିଶ୍ୱଜିତ୍ ନାୟକ, ନିହାର ରଞ୍ଜନ ପଟ୍ଟନାୟକ, କ୍ଷୀରୋଦ ପଟ୍ଟନାୟକ, ବାସୁଦେବ ମହାନ୍ତି, ପ୍ରଭାତ କୁମାର ମହାପାତ୍ର, ଯଯାତି କେଶରୀ ମହାପାତ୍ର, ରବି ଦାସ, ଦିନମଣି ମହାନ୍ତି, ଗୌରୀ ଶଙ୍କର ଦାସ, ବିଶ୍ଵ ଭୂଷଣ ମହାପାତ୍ର, ଜୟନ୍ତ କୁମାର ମିଶ୍ର, ରାମକୃଷ୍ଣ ରଥ, ଅମିତ୍ ପଟ୍ଟନାୟକ, ସୂର୍ଯ୍ୟକାନ୍ତ ଦାସ, ସ୍ୱରୂପ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 15, 2026 August 15, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ

Odisha Lekha August 30, 2026
ଜିଲ୍ଲା ଖବର

HSC ପରୀକ୍ଷା-୨୦୨୬ ସୁଚାରୁ ପରିଚାଳନା ଘଟଣା:ନୟାଗଡ଼ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସମ୍ମାନିତ କଲା ବୋର୍ଡ

Odisha Lekha August 29, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଜିଲ୍ଲା ଖବର

ହାଲଦ୍ୱାନି ଜାତିଭେଦ ଅସ୍ପୃଶ୍ୟତା ଘଟଣା:ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ ନୟାଗଡ଼ କଂଗ୍ରେସର ସତ୍ୟାଗ୍ରହ

Odisha Lekha August 23, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?