Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭଦ୍ରକର ବନ୍ୟା ବିପନ୍ନଙ୍କୁ ଭେଟିଲେ ଅରୁଣ

Published August 18, 2026 ଜିଲ୍ଲା ଖବର
SHARE

ଭଦ୍ରକ, (ଓଡ଼ିଶା ଲେଖା): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଧାମନଗର ବ୍ଲକ ଦୋବଲ ଅଞ୍ଚଳରେ ଚଳିତ ବର୍ଷର ଚତୁର୍ଥ ବନ୍ୟାର ସ୍ଥିତି ପରିଦର୍ଶନ କରିଛନ୍ତି। ଗେଙ୍ଗୁଟି ନଦୀବନ୍ଧରେ  ନିକଟରେ ପହଞ୍ଚି ବନ୍ୟାବିପନ୍ନଙ୍କ ସହ ସାକ୍ଷାତ କରି ସେମାନଙ୍କ ଦୁଃଖ, ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ।

ବିପଦ ସମୟରେ ଲୋକଙ୍କ ସହ ଠିଆ ହୋଇ ସେମାନଙ୍କ ସମସ୍ୟା ବୁଝିବା ଓ ସହଯୋଗର ହାତ ବଢ଼ାଇବା ହିଁ ଆମର ପ୍ରାଥମିକତା ଡ଼ ସାହୁ ପ୍ରକାଶ କରିଥିଲେ। ଅରୁଣଙ୍କ ଗସ୍ତ ସମୟରେ ଚାନ୍ଦବାଲି ବିଧାୟକ ଡ଼. ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ, ବିଜୁ ଜନତା ଦଳର ଧାମନଗର ନିର୍ବାଚନମଣ୍ଡଳୀ ନେତା ଡାକ୍ତର ସଞ୍ଜୟ ଦାସଙ୍କ ସମେତ ବିଭିନ୍ନ ନିର୍ବାଚିତ ପ୍ରତିନିଧି ଏବଂ ଜିଲ୍ଲା, ବ୍ଲକ ଓ ଏନ୍‌ଏସି ସ୍ତରୀୟ ନେତୃବୃନ୍ଦଙ୍କ ସହ ଉପସ୍ଥିତ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 18, 2026 August 18, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?