Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Published August 23, 2026 ଦୁର୍ଘଟଣା
SHARE

ବଡ଼ମ୍ବା, (ଓଡ଼ିଶା ଲେଖା): ମହାନଦୀରେ ବୁଡ଼ି ଜଣେ ୧୩ବର୍ଷୀୟ ନାବାଳକକ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ନାବାଳକ ଜଣଙ୍କ ହେଉଛନ୍ତି ଚନ୍ଦନ ସାହୁ। ସୂଚନାନୁସାରେ, କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ଶଙ୍ଖାମେରି ଗାଁରେ ଘଟିଛି ଏକ ଅତ୍ୟନ୍ତ ଦୁଃଖଦ ଘଟଣା। ମହାନଦୀ କୂଳରେ ଗାଧୋଇବା ସମୟରେ ଅସାବଧାନତା ହେତୁ ଗୋଡ଼ ଖସିଯିବାରୁ ଜଣେ ୧୩ ବର୍ଷୀୟ ବାଳକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ବାଳକ ଜଣକ ହେଲେ ଶଙ୍ଖାମେରି ଗାଁର କୈଳାସ ଚନ୍ଦ୍ର ସାହୁଙ୍କ ପୁଅ ଚନ୍ଦନ ସାହୁ। ଚନ୍ଦନ ଅଷ୍ଟମ ଶ୍ରେଣୀର ଛାତ୍ର ଥିଲେ। ଶଙ୍ଖାମେରି ବ୍ରାହ୍ମଣସାହି ନିକଟସ୍ଥ ମହାନଦୀ କୂଳକୁ ଗାଧୋଇବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍ ତାଙ୍କର ଗୋଡ଼ ଖସିଯିବାରୁ ସେ ନଦୀର ଗଭୀର ପାଣିରେ ପଡ଼ିଯାଇଥିଲେ। ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକମାନେ ତୁରନ୍ତ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ।

ତେବେ ଏହି ଅକାଳ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ପରିବାର ସହ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଜଣେ କୋମଳମତି ଛାତ୍ରଙ୍କ ଅକାଳ ବିୟୋଗରେ ସମସ୍ତେ ମର୍ମାହତ ହୋଇପଡ଼ିଛନ୍ତି। ଶବ ମିଳିବା ପରେ ବଡମ୍ବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଗାଁରେ ଶୋକାକୁଳ ପରିସ୍ଥିତି ଦେଖା ଦେଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 23, 2026 August 23, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?