Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ହାଲଦ୍ୱାନି ଜାତିଭେଦ ଅସ୍ପୃଶ୍ୟତା ଘଟଣା:ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ ନୟାଗଡ଼ କଂଗ୍ରେସର ସତ୍ୟାଗ୍ରହ

Published August 23, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଏଆଇସିସି ଆହ୍ୱାନ କ୍ରମେ ସମଗ୍ର ଦେଶରେ ପ୍ରତ୍ୟେକ ଜିଲ୍ଲା ସଦର ମହକୁମା ବାପୁଙ୍କ ପ୍ରତିମୂର୍ତ୍ତ ପାଖରେ ବିଜେପି-ଆରଏସଏସ କାର୍ଯ୍ୟକର୍ତ୍ତାଙ୍କ ବିଭେଦ ଏବଂ ଅସ୍ପୃଶ୍ୟତା ରାଜନୀତି ବିରୁଦ୍ଧରେ ସତ୍ୟାଗ୍ରହ ପରିପ୍ରେକ୍ଷୀରେ ସ୍ଥାନୀୟ ତ୍ରିନାଥ ଛକ ବାନ୍ଧି ଶାନ୍ତିସ୍ଥଳ ଠାରେ ବାପୁଙ୍କ ପ୍ରତିମୂର୍ତ୍ତି ସାମ୍ନାରେ ଜିଲ୍ଲା କଂଗ୍ରେସ ସଭାପତି ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ନେତୃତ୍ୱରେ କଂଗ୍ରେସ ସିପାହୀ ମାନଙ୍କ ଦ୍ୱାରା ସତ୍ୟାଗ୍ରହ କରାଯାଇଛି । ଦେଶ ରାଜନୀତି ରେ ପ୍ରମୁଖ ଦଳିତ ଚେହେରା କଂଗ୍ରେସ ସଭାପତି ତଥା ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲୀକାର୍ଜୁନ ଖଡ଼ଗେଙ୍କ ସଭା ସାରିବା ପରେ ସଭାସ୍ଥଳକୁ ବିଜେପି-ଆରଏସଏସ-ଭିଏଚପି କାର୍ଯ୍ୟକର୍ତ୍ତା ମାନେ ଗଙ୍ଗାଜଳ ଛିଞ୍ଚି ଶୁଦ୍ଧି କରାଇ ଥିବା ପ୍ରତିବାଦରେ ଆଜି ବିଜେପି ସରକାର ବିରୋଧରେ ସତ୍ୟାଗ୍ରହ କରାଯାଇଥିଲା । ଉତ୍ତରାଖଣ୍ଡ ରାଜ୍ୟ ହାଲଦ୍ୱାନି ସହରରେ ସମାନତା ଏବଂ ସାମାଜିକ ନ୍ୟାୟ ଏବଂ ମାନବୀୟ ମର୍ଯ୍ୟଦା ପ୍ରତି ବିଜେପି କାର୍ଯ୍ୟକର୍ତ୍ତାଙ୍କ ଅପମାନ ଭଳି ବିଭେଦକାରୀ ମାନଙ୍କ ବିରୁଦ୍ଧରେ ଏବଂ ଶ୍ରୀ ମଲ୍ଲୀକାର୍ଜୁନ ଖଡ଼ଗେ ଜୀ ଙ୍କ ସମ୍ମାନ ସମର୍ଥନରେ ଆଜି ଅପରାହ୍ନ ସାଡେ ପାଞ୍ଚ ଘଟିକା ସମୟରେ ନୟାଗଡ ତ୍ରିନାଥ ଛକ ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ କଂଗ୍ରେସ ସିପାହୀ ସମବେତ ହୋଇ ସମବେତ ହୋଇ ଅହିଂସା-ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଡିସିସି ଉପସଭାପତି ଲଷ୍ମୀଧର ତ୍ରିପାଠୀ, ଫକୀର ଚରଣ ମଲ୍ଲ, ବରିଷ୍ଠ ନେତା କମଳ ଚରଣ ସାହୁ, ପୂର୍ଣ୍ଣ ଚନ୍ଦ୍ର ସାନ୍ତ, ନୟାଗଡ ବ୍ଲକ କଂଗ୍ରେସ ସଭାପତି ହାସୀମ ଖାନ, ଡିସିସି ସାଧାରଣ ସମ୍ପାଦକ କୂଳେଶ ଚନ୍ଦ୍ର ମହାନ୍ତି, ଜୋନ କଂଗ୍ରେସ ସଭାପତି ପ୍ରମୋଦ କୁମାର ନାୟକ, ପ୍ରହଲ୍ଲାଦ ପାତ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ଡିସିସି ଅନୁସୂଚିତ ଜାତି ସଭାପତି ଜିତେନ୍ଦ୍ର ଦଳେଇ, ଛାତ୍ରନେତା ଓମପ୍ରକାଶ ପ୍ରଧାନ, ସୁରେନ୍ଦ୍ର ଦଳେଇ ପ୍ରମୁଖଙ୍କ ସମେତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 23, 2026 August 23, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?