Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Published August 24, 2026 ଆଞ୍ଚଳିକ ଖବର ଦୁର୍ଘଟଣା
SHARE

ବଡ଼ମ୍ବା, (ଓଡ଼ିଶା ଲେଖା): ମହାନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୋପୀନାଥପୁର ଗାଁର ପ୍ରସନ୍ନ ଦାସ (୪୫) । ସୂଚନାନୁସାରେ, କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁର ପ୍ରସନ୍ନ ଦାସ ମହାନଦୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ହଠାତ୍ ଗୋଡ଼ ଖସିଯିବାରୁ ନଦୀରେ ବୁଡ଼ି ଯାଇଥିଲେ। ଖବର ପାଇ ବଡ଼ମ୍ବା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ବଡ଼ମ୍ବା ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା । ତେବେ ସେଠାରେ ଡାକ୍ତର ପ୍ରସନ୍ନ ଦାସଙ୍କୁ ମୃତ ଘୋଷଣା କରିଥିଲେ। ବଡ଼ମ୍ବା ପୋଲିସ ପହଞ୍ଚି ମୃତ ଶରୀର ଜବତ କରିବା ସହ ଶବ ବ୍ୟବଚ୍ଛେଦ କରି ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 24, 2026 August 24, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଆଞ୍ଚଳିକ ଖବର

ମାନବିକତା ଦେଖାଇଲା ମୁକ୍ତି ସଂଗଠନ:ଶବ ସଂସ୍କାର ପାଇଁ ମିଳିଲାନି କାନ୍ଧ

Odisha Lekha August 18, 2026
ଜିଲ୍ଲା ଖବରଦୁର୍ଘଟଣା

ସକାଳର ବଡ଼ ଖବର:ଓଲଟିଲା ବସ୍:୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ,୩ଗୁରୁତର

Odisha Lekha August 18, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?