Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Published August 28, 2026 ରାଜନୀତି ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଗସ୍ତରେ ଆସି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଉଥିବା ବେଳେ ଜିଲ୍ଲା ପ୍ରଶାସନର ଏକ କାର୍ଯ୍ୟକୁ ନେଇ ରାଜନୈତିକ ମହଲରେ ତୀବ୍ର ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାନୁସାରେ, ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ହେଲେ ଏହି ନିମନ୍ତ୍ରଣ ମଧ୍ୟରେ ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କଅଁରଙ୍କୁ ନୟାଗଡ଼ ସଦର ଥାନାକୁ ଡକାଇ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପଟେ ସରକାରୀ କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ ସଦସ୍ୟଙ୍କୁ ନିମନ୍ତ୍ରଣ ଏବଂ ଅନ୍ୟପଟେ ତାଙ୍କୁ ଥାନାକୁ ଡାକି ଅଟକ ରଖାଯିବା ଘଟଣା ପ୍ରଶାସନର କାର୍ଯ୍ୟପ୍ରଣାଳୀ ଉପରେ ପ୍ରଶ୍ନ ଉଠାଇଛି। ଘଟଣାର ପ୍ରତିବାଦରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଈଂ ଦେବାଶିଷ ପଟ୍ଟନାୟକଙ୍କ ସହ ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂହ, ଆଶିଷ କୁମାର ଅଗ୍ରୱାଲ, କ୍ଷୀରୋଦ କୁମାର ମହାପାତ୍ର, ନୟାଗଡ଼ ପୌର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ସମସ୍ତ କାଉନସିଲର ଏବଂ ବିଜେଡ଼ି କର୍ମୀମାନେ ନୟାଗଡ଼ ସଦର ଥାନାରେ ପହଞ୍ଚି ଧାରଣା ଦେଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ଜିଲ୍ଲା ପ୍ରଶାସନର ଭୂମିକା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ଜନପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ କରିବା ପରେ ତାଙ୍କୁ ଥାନାରେ ଅଟକ ରଖାଯିବା ଘଟଣା ପ୍ରଶାସନର ନିଷ୍ପତ୍ତି ଓ ଆଭିମୁଖ୍ୟ ନେଇ ବିଭିନ୍ନ ମହଲରେ ଚର୍ଚ୍ଚାକୁ ଜନ୍ମ ଦେଇଛି। ତେବେ ସୁବାଷ ଚନ୍ଦ୍ର କଅଁରଙ୍କୁ କେଉଁ କାରଣରୁ ଥାନାକୁ ଡକାଯାଇ ଅଟକ ରଖାଯାଇଥିଲା ଏବଂ ଏହା ପଛରେ ପ୍ରଶାସନର ପ୍ରକୃତ ଉଦ୍ଦେଶ୍ୟ କ’ଣ, ସେନେଇ ପ୍ରଶାସନ କିମ୍ବା ପୋଲିସ ପକ୍ଷରୁ ସ୍ପଷ୍ଟ ପ୍ରତିକ୍ରିୟା ମିଳିନାହିଁ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 28, 2026 August 28, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry1
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?