Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Published August 28, 2026 ଅପରାଧ ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସହରରେ ରାଜନୈତିକ ପୋଷ୍ଟର ଚିରାଯିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି।  ବିଜେପିର ପୁରୁଖା ନେତା ସନ୍ତୋଷ ପ୍ରଧାନଙ୍କ ପୋଷ୍ଟର ଚିରା ହୋଇଥିବା ଅଭିଯୋଗ ସାମ୍ନାକୁ ଆସିବା ପରେ ଏହାକୁ ନେଇ ରାଜନୈତିକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆଜି ନୟାଗଡ଼ ଲାଠିପଡାକୁ ମୁଖ୍ୟମନ୍ତ୍ରୀ ଆସୁଛନ୍ତି। ସେଥିପାଇଁ ପ୍ରସ୍ତୁତି ସରିଯାଇଥିବା ବେଳେ ଆଇନ ଶୃଙ୍ଖଳା ପାଇଁ ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଆଇନଶୃଙ୍ଖଳା ରକ୍ଷା ସହ ଅସାମାଜିକ କାର୍ଯ୍ୟକଳାପ ଉପରେ ପୋଲିସର ନଜର ରହିଥାଏ।

ତେବେ ଲୋକଙ୍କ ସମ୍ମୁଖରେ ଲାଗିଥିବା ରାଜନୈତିକ ପୋଷ୍ଟର ଚିରାଯିବା ଘଟଣା ପୋଲିସର ନଜରଦାରୀ ଓ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠଛି। ଘଟଣା ପଛରେ କିଏ ଅଛନ୍ତି ଏବଂ କେଉଁ ଉଦ୍ଦେଶ୍ୟରେ ପୋଷ୍ଟର ଚିରାଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କୁ ଚିହ୍ନଟ କରାଯିବା ସହ ଆବଶ୍ୟକ ଆଇନଗତ ପଦକ୍ଷେପ ନିଆଯିବାକୁ ଦାବି ହେଉଛି।ଏହି ଘଟଣାକୁ ନେଇ ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ନଜରଦାରୀ ଓ ଆଇନଶୃଙ୍ଖଳା ପରିଚାଳନା ଉପରେ ଉଠିଥିବା ପ୍ରଶ୍ନର ସ୍ପଷ୍ଟତା ତଦନ୍ତ ପରେ ହିଁ ମିଳିପାରିବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 28, 2026 August 28, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ

Odisha Lekha August 30, 2026
ଜିଲ୍ଲା ଖବର

HSC ପରୀକ୍ଷା-୨୦୨୬ ସୁଚାରୁ ପରିଚାଳନା ଘଟଣା:ନୟାଗଡ଼ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସମ୍ମାନିତ କଲା ବୋର୍ଡ

Odisha Lekha August 29, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଜିଲ୍ଲା ଖବର

ହାଲଦ୍ୱାନି ଜାତିଭେଦ ଅସ୍ପୃଶ୍ୟତା ଘଟଣା:ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ ନୟାଗଡ଼ କଂଗ୍ରେସର ସତ୍ୟାଗ୍ରହ

Odisha Lekha August 23, 2026
ଜିଲ୍ଲା ଖବର

୩୦ବର୍ଷର ପୁରାତନ ବିଶ୍ରାମ ଗୃହକୁ ଭାଙ୍ଗିଲା କିଏ !

Odisha Lekha August 23, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?