Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Published August 28, 2026 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ନୟାଗଡ଼ ଜିଲ୍ଲାରେ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଓ ଆୟୋଜନ କରାଯାଇଛି। ଏହି ଅବସରରେ ଭାରତୀୟ ହକିର ମହାନାୟକ ତଥା କିମ୍ବଦନ୍ତୀ କ୍ରୀଡ଼ାବିତ୍ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁ, ପ୍ରଶିକ୍ଷକ ଓ ବିଭିନ୍ନ କ୍ରୀଡ଼ାବିତ୍ ଯୋଗଦେଇ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ଜୀବନ, ଅବଦାନ ଓ ଦେଶ ପାଇଁ ତାଙ୍କର ଗୌରବମୟ ଭୂମିକା ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ।

ଏହି ଅବସରରେ କ୍ରୀଡ଼ାବିତ୍, ଗଣମାଧ୍ୟମ ପ୍ରତିନିଧି ଓ ଅନ୍ୟମାନେ ଉପସ୍ଥିତ ରହି କ୍ରୀଡ଼ାର ଗୁରୁତ୍ୱ ଏବଂ ଯୁବପିଢ଼ିଙ୍କୁ କ୍ରୀଡ଼ା ପ୍ରତି ଅଧିକ ଆକୃଷ୍ଟ କରିବା ନେଇ ମତବ୍ୟକ୍ତ କରିଥିଲେ। ଜାତୀୟ କ୍ରୀଡ଼ା ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟ ବିଭିନ୍ନ କ୍ରୀଡ଼ା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କ୍ରୀଡ଼ା ମାଧ୍ୟମରେ ଶାରୀରିକ ସୁସ୍ଥତା, ଶୃଙ୍ଖଳା ଓ ଏକତାର ବାର୍ତ୍ତା ଯୁବପିଢ଼ିଙ୍କ ନିକଟରେ ପହଞ୍ଚାଇବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ରହିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 28, 2026 August 28, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଖେଳ

ବେଣାଗାଡିଆ ପ୍ରିମିୟର ଲିଗ୍ ୨୦୨୬:୧୫ରେ ଗ୍ରାଣ୍ଟ ଫାଇନାଲ

Odisha Lekha June 14, 2026
ଖେଳ

ଟି-୨୦ ବିଶ୍ୱକପ୍:୭ରନରେ ଭାରତ ବିଜୟୀ:ମାର୍ଚ୍ଚ ୮ ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍: ମୁହାଁମୁହିଁ ହେବେ ଭାରତ ଓ ନ୍ୟୁିଜଲାଣ୍ଡ

Odisha Lekha March 5, 2026
ଖେଳ

ଟି-୨୦ ବିଶ୍ୱକପ୍:ଇଡେନ୍ ଗାର୍ଡେନରେ ମହାଲଢେଇ:୫ୱିକେଟ୍ ଭାରତ ବିଜୟୀ

Odisha Lekha March 2, 2026
ଖେଳ

ଟି-୨୦ ବିଶ୍ୱକପ୍: ଭାରତ ବନାମ ପାକିସ୍ତାନ: ୬୧ରନରେ ଭାରତ ବିଜୟୀ

Odisha Lekha February 15, 2026
ଖେଳ

ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍:୪-୧ ରେ ସିରିଜ୍ ହାତେଇଲା ଭାରତ: ଇଶାନ୍ କିଶାନଙ୍କ ପ୍ରଥମ ଟି-୨୦ ଶତକ, ଆର୍ଶିଦିପ ସିଂହଙ୍କ ଘାତକ ବୋଲିଂ

Odisha Lekha February 1, 2026
ଖେଳ

ହଜାରେ ରନ କ୍ଲବରେ ସାମିଲ ହେଲେ ଈଶାନ କିଶାନ

Odisha Lekha January 31, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?