Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ପ୍ୟାନେଲ ଓକିଲ ଏବଂ ସରକାରୀ କର୍ମଚାରୀଙ୍କୁ ନେଇ ତାଲିମ ଶିବିର

Published August 20, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚ୍ଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜିଲ୍ଲାପରଷଦ ନୟାଗଡ଼ଙ୍କ ଡି.ପି.ଆର୍.ସି. ସମ୍ମିଳନୀ କକ୍ଷରେ ପ୍ୟାନେଲ ଓକିଲ, ପୋଲିସ ଅଧିକାରୀ, ଜଙ୍ଗଲବିଭାଗ ଅଧିକାରୀ, ଅବକାରୀ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ତାଲିମି ଶିବିରକୁ ମୁଖ୍ୟଅତିଥି ସଚ୍ଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ଓଡ଼ିଶା ଉଚ୍ଚନ୍ୟାୟାଳୟଙ୍କ ଭି.ସି. ନିୟମ ୨୦୨୦ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ସରକାରୀ ଓକିଲ ଦଣ୍ଡପାଣି ସ୍ୱାଇଁ ଦେୱାନୀ ପ୍ରଣାଳୀ ଓ ମଧୁସ୍ମିତା ଆଇନ୍ ୨୦୦୭ ଉପରେ, ସମ୍ମାନିତ ଅତିଥୁ ବରିଷ୍ଠ ଅଧି ବକ୍ତା ରମେଶ ଚନ୍ଦ୍ର ମହାରଣା ଫୌଜଦାରୀ ଆଇନ୍ ୧୯୯୭ ଓ ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ରେ ମୁଦାଲାମାନଙ୍କର ଅଧିକାର ଉପରେ ଆଲୋକପାତ କରିଥିଲେ ।

ତତ୍‌ସହିତ ସରକାରୀ ଓକିଲ ଆକାଶ ଦାଶ ସୁଭାସ ଆପ୍ ଦ୍ଵାରା ଇଂରାଜୀ ବିଚାରକୁ ଓଡ଼ିଆ ମାତୃଭାଷାରେ ପ୍ରକାଶ ପ୍ରକିୟା ଉପରେ ଆଲୋକପାତ କରିଥିଲେ । ଉକ୍ତ ତାଲିମ ଶିବିରକୁ ସଫଳ କରିବାପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା, ଲିପ୍‌ସା ଦାସ, ସୋନାଲି ପଟ୍ଟନାୟକ, ଶୁଭସ୍ମିତା ମିଶ୍ର, ପ୍ରମୋଦ ମହାନ୍ତିଙ୍କ ସମେତ ସମସ୍ତ ଅଧିକାରମିତ୍ର ଏବଂ ଆଇନସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା, ପ୍ରଶାନ୍ତ କୁମାର ସାହୁ, ରାଜେଶ କୁମାର ବାରିକ ପ୍ରମୁଖ ଉପସ୍ଥିତ ରହି ସମ୍ପୂର୍ଣ ସହଯୋଗ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 20, 2025 August 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?