Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

HSC ପରୀକ୍ଷା-୨୦୨୬ ସୁଚାରୁ ପରିଚାଳନା ଘଟଣା:ନୟାଗଡ଼ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସମ୍ମାନିତ କଲା ବୋର୍ଡ

Published August 29, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କଟକର ପରୀକ୍ଷା ନିୟନ୍ତ୍ରକ ଧରଣୀଧର ପାତ୍ର ଏବଂ ସ୍ଥାପନା ଅଧିକାରୀ ବୁଲବୁଲ ବେହେରା ଆଜି ନୟାଗଡ଼ ଜିଲ୍ଲା ପରିଦର୍ଶନ ଆସିଥିଲେ। ଏହି ଅବସରରେ ନୟାଗଡ଼ ଜିଲ୍ଲାରେ ବାର୍ଷିକ ହାଇସ୍କୁଲ୍ ସାର୍ଟିଫିକେଟ୍ (HSC) ପରୀକ୍ଷା-୨୦୨୬ର ସୁଚାରୁ ଓ ସଫଳ ପରିଚାଳନା ପାଇଁ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନର ଭୂମିକାକୁ ପ୍ରଶଂସା କରିଥିଲେ ବୋର୍ଡ଼ କର୍ତ୍ତୃପକ୍ଷ।

ବୋର୍ଡ ପକ୍ଷରୁ ନୟାଗଡ଼ର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ମଧୁମିତା ରଥ ଏବଂ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ରଙ୍କୁ ସ୍ମାରକୀ ଓ ପ୍ରଶଂସାପତ୍ର ପ୍ରଦାନ କରି ସମ୍ମାନିତ କରାଯାଇଥିଲା। HSC ପରୀକ୍ଷାର ସୁରକ୍ଷିତ, ଶୃଙ୍ଖଳିତ ଓ ନିରପେକ୍ଷ ପରିଚାଳନାରେ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନର ସମନ୍ୱୟ ଏବଂ ସହଯୋଗକୁ ବୋର୍ଡ ପକ୍ଷରୁ ବିଶେଷ ଭାବେ ପ୍ରଶଂସା କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 29, 2026 August 29, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୭୫% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୭୫% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?