Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !

Published August 31, 2026 ଜିଲ୍ଲା ଖବର ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ ସରକାର ରୋଗୀ ମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ବେଳେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରୁ ଆସିଛି ବାସ୍ତବ ଚିତ୍ର। ରୋଗୀ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ନେଇ ଅଭିଯୋଗ ଆସିଛି। ଚିକିତ୍ସା ପାଇଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀଙ୍କୁ ବେଡସିଟ୍ ଯୋଗାଇ ଦିଆଯାଉନଥିବା ଅଭିଯୋଗ କରିଛନ୍ତି ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର କାଉନସିଲର ତଥା ଆଇନ୍ ଛାତ୍ରୀ ମୋନାଲି ପ୍ରିୟଦର୍ଶିନୀ।ମୋନାଲିଙ୍କ ଅଭିଯୋଗ ଅନୁଯାୟୀ, ରୋଗୀମାନେ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଥିବା ସମୟରେ ବେଡସିଟ୍ ଭଳି ମୌଳିକ ଆବଶ୍ୟକତା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ରୋଗୀସେବାର ମାନ ଓ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି।ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇଦେବା ହସ୍ପିଟାଲ ପ୍ରଶାସନର ଦାୟିତ୍ୱ। ତେବେ ଏଭଳି ଅଭିଯୋଗ ସାମ୍ନାକୁ ଆସିବା ପରେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ଓ ରୋଗୀସେବା ପରିଚାଳନା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଅଭିଯୋଗର ସତ୍ୟତା ଯାଞ୍ଚ କରି ରୋଗୀମାନଙ୍କୁ ତୁରନ୍ତ ଆବଶ୍ୟକ ବେଡସିଟ୍ ସମେତ ସମସ୍ତ ମୌଳିକ ସୁବିଧା ଯୋଗାଇଦେବାକୁ ଦାବି ହୋଇଛି। ଏଥିସହ ହସ୍ପିଟାଲରେ ରୋଗୀସେବା ବ୍ୟବସ୍ଥାର ତଦାରଖ କରି ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ୟ ଦାବି ଉଠିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 31, 2026 August 31, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ

Odisha Lekha August 30, 2026
ଜିଲ୍ଲା ଖବର

HSC ପରୀକ୍ଷା-୨୦୨୬ ସୁଚାରୁ ପରିଚାଳନା ଘଟଣା:ନୟାଗଡ଼ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସମ୍ମାନିତ କଲା ବୋର୍ଡ

Odisha Lekha August 29, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଜିଲ୍ଲା ଖବର

ହାଲଦ୍ୱାନି ଜାତିଭେଦ ଅସ୍ପୃଶ୍ୟତା ଘଟଣା:ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ ନୟାଗଡ଼ କଂଗ୍ରେସର ସତ୍ୟାଗ୍ରହ

Odisha Lekha August 23, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?