Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ

Published August 31, 2026 ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବକୁ ନେଇ ଅଭିଯୋଗ ହୋଇଛି। ଡାକ୍ତର ପଦବୀ ଖାଲି ରହିଥିବାରୁ ରୋଗୀ ସେବା ପ୍ରଭାବିତ ହେଉଥିବା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସମସ୍ୟା ସମ୍ପର୍କରେ ନରସିଂହପୁର ବିଧାୟକ ବିଜୟ କୁମାର ଦଳବେହେରା ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡ଼ ପ୍ରକାଶ ମିଶ୍ରଙ୍କ ସହ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଖାଲି ଥିବା ଡାକ୍ତର ପଦବୀ ଯୋଗୁଁ ରୋଗୀ ସେବାରେ ସୃଷ୍ଟି ହେଉଥିବା ସମସ୍ୟା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସ୍ୱାସ୍ଥ୍ୟକେନ୍ଦ୍ରରେ ଖାଲି ଥିବା ଡାକ୍ତର ପଦବୀଗୁଡ଼ିକୁ ଶୀଘ୍ର ପୂରଣ କରିବା ନେଇ ବିଧାୟକ ଆଲୋଚନା କରିଥିଲେ। ଏହାସହ ରୋଗୀମାନଙ୍କୁ ଉନ୍ନତ ଓ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଏନେଇ ଖୁବ୍‌ଶୀଘ୍ର ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ବିଧାୟକ ଶ୍ରୀ ଯୁକ୍ତ ଦଳବେହେରା ପ୍ରତିଶ୍ରୁତି ଦେଇଛନ୍ତି। ଡାକ୍ତର ନିଯୁକ୍ତି ହେଲେ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ଆହୁରି ସୁଦୃଢ଼ ହେବା ସହ ଅଞ୍ଚଳବାସୀ ଉପକୃତ ହେବେ ବୋଲି ଆଶା କରାଯାଉଛି। ତେବେ ବିଧାୟକ ଶ୍ରୀଯୁକ୍ତ ଦଳବେହେରା କେବେ ତାଙ୍କ ଦେଇଥିବା ପ୍ରତିଶୃତି ପାଳନ କରୁଛନ୍ତି ଓ କେତେଜଣ ଡାକ୍ତରଙ୍କୁ ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିଯୁକ୍ତ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 31, 2026 August 31, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !
ଜିଲ୍ଲା ଖବର ସ୍ବାସ୍ଥ୍ୟ

ଅଧିକ ପଢନ୍ତୁ

ଜିଲ୍ଲା ଖବରସ୍ବାସ୍ଥ୍ୟ

ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !

Odisha Lekha August 31, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
ଆଞ୍ଚଳିକ ଖବର

ମାନବିକତା ଦେଖାଇଲା ମୁକ୍ତି ସଂଗଠନ:ଶବ ସଂସ୍କାର ପାଇଁ ମିଳିଲାନି କାନ୍ଧ

Odisha Lekha August 18, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?