Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା:ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡ଼ିକ ଉପରେ ଚଢ଼ାଉ ହେବ;ଜିଲ୍ଲାପାଳ

Published August 21, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବାସ୍ଥ୍ୟ ବିଭାଗର ସମସ୍ତ ମୁଖ୍ୟ ବିତରଣୀୟ ଉପରେ ସମୀକ୍ଷା କରିବା ବୈଠକ ଅନୁଷ୍ଠିତ ହୋଇଯାଇଛି। ମାତୃ ଓ ଶିଶୁ ସ୍ୱାସ୍ଥ୍ୟର ବିଭିନ୍ନ  କାର୍ଯ୍ୟକ୍ରମ ସମିକ୍ଷା କରିବା ସହିତ, ସମସ୍ତ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ସଠିକ୍ ଭାବରେ ପହଞ୍ଚାଇବା ତଥା ଜିଲ୍ଲାକୁ ରାଜ୍ୟ ସ୍ଥରରେ ଏକ ଉତ୍ତମ ସ୍ଥାନରେ ପହଞ୍ଚାଇବା ଉପରେ ଜିଲ୍ଲାପାଳ ଜୋର୍ ଦେବା ସହିତ ସମସ୍ତ ସ୍ୱାସ୍ଥ୍ୟ ବିଭାଗର ଉପସ୍ଥିତ ଥିବା ଅଧିକାରୀ ମାନଙ୍କୁ ତାଗିତ କରିଥିଲେ। ବିଶେଷ କରି ତୃଣ ମୂଳ ସ୍ଥରରେ ଯଥା ମମତା ଦିବସ, ଟୀକାକରଣ ଦିବସ ଆଦିକୁ ଉତ୍ତମ ରୂପରେ ପରିଚlଳନl ପାଇଁ ଉଭୟ ଗୋଷ୍ଠୀ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ମାତୃ ଓ ଶିଶୁ ମୃତ୍ୟୁକୁ ହ୍ରାସ କରିବା ପାଇଁ ଆଶା ତଥା ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଅନବରତ ତାଲିମ୍ ଓ ସମୀକ୍ଷା କରିବା ଉପରେ ଜୋର୍ ଦେଇଥିଲେ। ସେହିଭଳି ଜିଲ୍ଲା ରେ କନ୍ୟା ସନ୍ତାନ ଦିନକୁ ଦିନ ହ୍ରାସ ପାଇବା ବି ଏକ ଉଦ୍ଜନକ ବିଷୟ, ତେଣୁ ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡ଼ିକ ଉପରେ ଚଢ଼ାଉ ତଥା ଲୋକଙ୍କ ମଧ୍ୟ ରେ ସଚେତନ ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ବ୍ୟତୀତ ବିଭିନ୍ନ ସ୍ୱାସ୍ଥ୍ୟ ଗୃହ ନିର୍ମାଣ  ଗୁଡ଼ିକ ଯଥା ଶୀଘ୍ର ସମାପ୍ତ କରିବା କୁ ଉକ୍ତ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିଲେ। ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ ସୁଶାନ୍ତ ଦାସ,  ଅନ୍ୟ ବିଭାଗିୟ ଅଧିକାରୀ, ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଅଧିକାରୀ ତଥା ଜାତୀୟ ସ୍ୱାସ୍ଥ୍ୟ ମିଶନର ସମସ୍ତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 21, 2025 August 21, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?