Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମହିପୁର ଇଥାଇନ୍ କମ୍ପାନୀରେ ବିସ୍ଫୋରଣ: ୪ ଶ୍ରମିକ ଗୁରୁତର

Published September 2, 2026 ଜିଲ୍ଲା ଖବର ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ମହିପୁରସ୍ଥିତ ଇଥାଇନ୍ କମ୍ପାନୀରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ଖବର ମିଳିଛି। ବିସ୍ଫୋରଣରେ ଦିଲ୍ଲୀପ କୁମାର ନାୟକ (୨୬), ଶରତ କୁମାର ସାହୁ (୪୦), ବିଭୂତି ପ୍ରଧାନ (୨୯) ଓ ବ୍ରଜକିଶୋର ପ୍ରଧାନ (୨୮) ଗୁରୁତର ଆହତ ହୋଇଛନ୍ତି।ଘଟଣା ପରେ ଆହତମାନଙ୍କୁ ତୁରନ୍ତ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇ ଚିକିତ୍ସା କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରକୁ ରେଫର କରାଯାଇଥିବା ସୂଚନା ମିଳିଛି।ଅନ୍ୟପକ୍ଷରେ, ଘଟଣାର ଖବର ପାଇ ନୂଆଗାଁ ପୁଲିସ ମହିପୁର ଇଥାଇନ୍ କମ୍ପାନୀରେ ପହଞ୍ଚିଛି। ପୁଲିସ ପକ୍ଷରୁ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରାଯାଇଥିବା ବେଳେ ବିସ୍ଫୋରଣର ପ୍ରକୃତ କାରଣ ଜଣାପଡ଼ିନାହିଁ। ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ କାରଣ ସ୍ପଷ୍ଟ ହେବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 2, 2026 September 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି

ଅଧିକ ପଢନ୍ତୁ

ଜିଲ୍ଲା ଖବରମନୋରଞ୍ଜନ

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Odisha Lekha October 17, 2026
ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ

Odisha Lekha October 17, 2026
ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?