Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଦିବସ ପାଳନ: ଗୁରୁ ମା, ଗୁରୁଜୀଙ୍କୁ ପୂଜାର୍ଚ୍ଚନା କଲେ ଛାତ୍ରଛାତ୍ରୀ

Published September 5, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଶନିବାର ପବିତ୍ର ଗୁରୁଦିବସ ଉତ୍ସବ ଆନନ୍ଦ ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପରିଚାଳନା ସମିତିର ସଭାପତି ଅନ୍ତର୍ଯ୍ୟାମୀ ମହାନ୍ତି ଓ କୋଷାଧ୍ୟକ୍ଷ ଭଗବାନ ସାହୁ ମା’ ସରସ୍ୱତୀଙ୍କ ନିକଟରେ ଦୀପ ପ୍ରଜ୍ୱଳନ କରି ବିଶ୍ୱକଲ୍ୟାଣ ନିମନ୍ତେ ଆଶୀର୍ବାଦ କାମନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସଞ୍ଜୟ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଅତିଥି ଶ୍ରୀ ମହାନ୍ତି ଗୁରୁଦିବସର ମହତ୍ତ୍ୱ ଏବଂ ସମାଜ ଗଠନରେ ଗୁରୁଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଶିଶୁମାନଙ୍କ ମନରେ ମାନବିକ ମୂଲ୍ୟବୋଧ ଓ ଉତ୍ତମ ସଂସ୍କାର ସୃଷ୍ଟି କରିପାରିଲେ ଜଣେ ଶିକ୍ଷକଙ୍କ ଜୀବନ ସାର୍ଥକ ହୁଏ ବୋଲି ସେ କହିଥିଲେ।ଏହି ଅବସରରେ ଶିଶୁଭାରତୀ ଭାଇଭଉଣୀମାନେ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ଗୁରୁପୂଜନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଗୁରୁଦିବସର ମହତ୍ତ୍ୱ ଉପରେ ସୁନ୍ଦର ଭାଷଣ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରାୟ ୬୦୦ରୁ ଊର୍ଦ୍ଧ୍ୱ ଶିଶୁ ଭାଇଭଉଣୀ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ଗୁରୁଜୀ-ଗୁରୁମାମାନଙ୍କ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 5, 2026 September 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ:ଚୁଲି ଚାନ୍ଦା ଆଦାୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ
ଜିଲ୍ଲା ଖବର
ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଦୁର୍ଘଟଣା
ବଡ଼ମ୍ବା ରତାପାଟରେ ଗୁରୁଙ୍କୁ ପୂଜିଲେ ବିଜୟ:ଗୁରୁଦିବସରେ ବିଶାଳ ଶିକ୍ଷକ ସମାବେଶ, ୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ ସମ୍ବର୍ଦ୍ଧିତ
ଆଞ୍ଚଳିକ ଖବର
ଇଟାମାଟିରେ ‘ଗିଭ ବ୍ଲଡ୍ ସେଭ୍ ଲାଇଫ୍’ ପକ୍ଷରୁ ଗୁରୁ ଦିବସ ପାଳିତ:୧୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ-ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ବଡ଼ମ୍ବା ରତାପାଟରେ ଗୁରୁଙ୍କୁ ପୂଜିଲେ ବିଜୟ:ଗୁରୁଦିବସରେ ବିଶାଳ ଶିକ୍ଷକ ସମାବେଶ, ୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ ସମ୍ବର୍ଦ୍ଧିତ

Odisha Lekha September 5, 2026
ଆଞ୍ଚଳିକ ଖବର

ଇଟାମାଟିରେ ‘ଗିଭ ବ୍ଲଡ୍ ସେଭ୍ ଲାଇଫ୍’ ପକ୍ଷରୁ ଗୁରୁ ଦିବସ ପାଳିତ:୧୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ-ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ

Odisha Lekha September 5, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
ଆଞ୍ଚଳିକ ଖବର

ସରକାରୀ କାର୍ଯ୍ୟାଳୟରେ ଦୃବୁର୍ତ୍ତଙ୍କ ଭଙ୍ଗାରୁଜା: ଜାତିଗତ ଆକ୍ଷେପ ଓ ମାଡ଼:ନ୍ୟାୟ ଦାବିରେ ରାଜସ୍ବ ଅଧିକାରୀଙ୍କର କାର୍ଯ୍ୟବନ୍ଦ ଆନ୍ଦୋଳନ

Odisha Lekha September 3, 2026
ଆଞ୍ଚଳିକ ଖବର

ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

Odisha Lekha September 1, 2026
ଆଞ୍ଚଳିକ ଖବର

ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା

Odisha Lekha September 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?