Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

‘ଲଭ୍ ଜିହାଦ’ ନାଟକକୁ ନେଇ ତୀବ୍ର ହେଉଛି ବିବାଦ:ଠାକୁର ନୀଳମାଧବଙ୍କୁ ଅସମ୍ମାନ ଅଭିଯୋଗ, ବିବାଦୀୟ ଦୃଶ୍ୟ ହଟାଇବାକୁ ଚେତାବନୀ

Published September 6, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଯାତ୍ରା ଜଗତର ଚର୍ଚ୍ଚିତ ନାଟକ ‘ଲଭ୍ ଜିହାଦ’କୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଧଉଳି ଗଣନାଟ୍ୟ ପକ୍ଷରୁ ପରିବେଷିତ ଏହି ନାଟକରେ ଠାକୁର ନୀଳମାଧବଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗକୁ ନେଇ ବିରୋଧର ସ୍ବର ତୀବ୍ର ହୋଇଛି। ନାଟକର କିଛି ଦୃଶ୍ୟ ଧାର୍ମିକ ଭାବନାକୁ ଆଘାତ କରୁଥିବା ଅଭିଯୋଗ ଉଠିଥିବା ବେଳେ ଏହାକୁ ନେଇ କଣ୍ଟିଲୋ ନୀଳମାଧବ ମନ୍ଦିରର ସେବାୟତମାନେ ମଧ୍ୟ ଆପତ୍ତି ଉଠାଇଛନ୍ତି। ଧାର୍ମିକ ଭାବନା ସହ ଖେଳ ଚଳିବ ନାହିଁ ବୋଲି ସେବାୟତମାନେ କହିଛନ୍ତି। ବିବାଦୀୟ ଦୃଶ୍ୟ ତୁରନ୍ତ ହଟାଇବା ସହ କଣ୍ଟିଲୋ ନୀଳମାଧବଙ୍କ ପୀଠକୁ ଆସି କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବି କରିବା ସହ ଏହା ନକରାଗଲେ ନାଟକ ଚାଲିବାକୁ ଦିଆଯିବ ନାହିଁ ବୋଲି ଚେତାବନୀ ଦିଆଯାଇଛି। ଏବଂ ଥାନାର ଦ୍ୱାରସ୍ଥ ହୋଇ ଆଇନ୍ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ମଧ୍ଯ ଚେତାବନୀ ମିଳିଛି। ଫଳରେ ଯାତ୍ରା ନାଟକକୁ ନେଇ ବିବାଦ ଆହୁରି ତୀବ୍ର ହେବା ସହ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏପଟେ ଅଭିଯୋଗକୁ ନେଇ ନାଟକ ପକ୍ଷରୁ କୌଣସି ଆଧିକାରିକ ପ୍ରତିକ୍ରିୟା ମିଳିନଥିବା ବେଳେ ବିବାଦୀୟ ଦୃଶ୍ୟ ହଟାଯିବ କି ନାହିଁ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 6, 2026 September 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ
ଶିକ୍ଷା ଓ ନିଯୁକ୍ତି
ନୟାଗଡ଼ ଟାଉନ୍ ଷ୍ଟେସନ ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ପ୍ରମୋଦ : ବିଭିନ୍ନ ଦାବି ନେଇ ରେଳ ମହାପ୍ରବନ୍ଧକଙ୍କୁ ଭେଟିଲା ନାଗରିକ ମଞ୍ଚ
ଜିଲ୍ଲା ଖବର
ମାର୍ଚ୍ଚରେ ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ, ୫ ତାରିଖ ପରେ ପ୍ରକାଶ ପାଇବ ବିଜ୍ଞପ୍ତି:ବାଲାଟ୍ ପେପରରେ ହେବ ପଞ୍ଚାୟତ ନିର୍ବାଚନ ଓ ଇଭିଏମ୍‌ରେ ହେବ ପୌର ନିର୍ବାଚନ
ରାଜ୍ୟ ଖବର
ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ:ଚୁଲି ଚାନ୍ଦା ଆଦାୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ଟାଉନ୍ ଷ୍ଟେସନ ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ପ୍ରମୋଦ : ବିଭିନ୍ନ ଦାବି ନେଇ ରେଳ ମହାପ୍ରବନ୍ଧକଙ୍କୁ ଭେଟିଲା ନାଗରିକ ମଞ୍ଚ

Odisha Lekha September 6, 2026
ଜିଲ୍ଲା ଖବର

ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ:ଚୁଲି ଚାନ୍ଦା ଆଦାୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ

Odisha Lekha September 5, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା କାରାଗାରରେ ଜିଲ୍ଲାପାଳ: ଦକ୍ଷତା ଭିତ୍ତିକ ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟିତ

Odisha Lekha September 5, 2026
ଜିଲ୍ଲା ଖବର

ପଠାଣି ସାମନ୍ତ ସଂସ୍କୃତି ଭବନରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ:ଗୁରୁଙ୍କ ଗୁରୁତ୍ୱକୁ ଆଗକୁ ବଢ଼ାଇବାର ଆବଶ୍ୟକତା ରହିଛି:ଅରୁଣ

Odisha Lekha September 5, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
ଜିଲ୍ଲା ଖବର

ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟା ମନ୍ଦିରରେ ଭବ୍ୟ ଜନ୍ମାଷ୍ଟମୀ ଉତ୍ସବ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?