Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବର୍ଷାରେ ପିଚୁ ପକାକୁ ନେଇ ଅସନ୍ତୋଷ:ଆଠଗଡ଼–ନରସିଂହପୁର ରାଜ୍ୟ ରାଜପଥର ଗୋପପୁରରେ ରାସ୍ତା କାମର ମାନକୁ ନେଇ ଅଭିଯୋଗ

Published September 9, 2026 ଜିଲ୍ଲା ଖବର
SHARE

ବଡ଼ମ୍ବା, (ଓଡ଼ିଶା ଲେଖା): କଟକ ଜିଲ୍ଲା ଆଠଗଡ଼–ନରସିଂହପୁର ୬୫ ନମ୍ବର ରାଜ୍ୟ ରାଜପଥର ବଡ଼ମ୍ବା ନିକଟସ୍ଥ ଗୋପପୁର ଠାରେ ଚାଲିଥିବା ରାସ୍ତା ନିର୍ମାଣ କାମକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି। ବର୍ଷା ଲାଗି ରହିଥିବା ସତ୍ତ୍ୱେ ରାସ୍ତା ଉପରେ ପିଚୁ ବିଛାଇବା କାର୍ଯ୍ୟ ଜାରି ରହିଥିବାରୁ କାମର ମାନ ଓ ରାସ୍ତାର ସ୍ଥାୟୀତ୍ୱକୁ ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଓ ସଚେତନ ନାଗରିକଙ୍କ ମଧ୍ୟରେ ପ୍ରଶ୍ନ ଉଠିଛି। ସ୍ଥାନୀୟଙ୍କ ଅଭିଯୋଗ ଅନୁଯାୟୀ, ବର୍ଷା ହେଉଥିବା ସମୟରେ ପିଚୁ ବିଛାଇବା ଦ୍ୱାରା ରାସ୍ତାର ଗୁଣବତ୍ତା ଓ ଦୀର୍ଘସ୍ଥାୟୀତ୍ୱ ପ୍ରଭାବିତ ହୋଇପାରେ। ଏନେଇ କେତେକ ସ୍ଥାନୀୟ ବ୍ୟକ୍ତି କାର୍ଯ୍ୟସ୍ଥଳରେ ଆପତ୍ତି ଜଣାଇଥିଲେ ମଧ୍ୟ କାମ ବନ୍ଦ ନକରି ପିଚୁ ବିଛାଇବା ଜାରି ରହିଥିବା ଅଭିଯୋଗ ହୋଇଛି।

ରାସ୍ତା ନିର୍ମାଣରେ ନିର୍ଦ୍ଧାରିତ ମାନଦଣ୍ଡ ଓ ବୈଷୟିକ ନିୟମ ପାଳନ ହେଉଛି କି ନାହିଁ, ତାହାର ନିରପେକ୍ଷ ଯାଞ୍ଚ ଆବଶ୍ୟକ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି। ବିଶେଷକରି ବର୍ଷା ସମୟରେ ପିଚୁ ପକାଯାଇଥିବାରୁ ଏହାର ଗୁଣବତ୍ତା ପରୀକ୍ଷା କରିବା ସହ ଆବଶ୍ୟକ ହେଲେ ନମୁନା ସଂଗ୍ରହ କରି ଲାବରେଟୋରୀ ପରୀକ୍ଷା କରାଯାଉ ବୋଲି ଦାବି ହୋଇଛି। ଏହି ଘଟଣା ପ୍ରତି ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ, ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ବିଧାୟକ ତୁରନ୍ତ ଦୃଷ୍ଟି ଦେଇ ରାସ୍ତା କାମର ମାନ ଯାଞ୍ଚ କରିବା ସହ ଅନିୟମିତତା ପ୍ରମାଣିତ ହେଲେ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ନିୟମାନୁଯାୟୀ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 9, 2026 September 9, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?