Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ନୂତନ ଗୃହ ଲୋକାର୍ପିତ:୧ କୋଟି ୪୦ ଲକ୍ଷରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ନୂତନ କାର୍ଯ୍ୟାଳୟରୁ ଉପକୃତ ହେବେ ୨୬୩ ରାଜସ୍ୱ ଗ୍ରାମବାସୀ

Published September 10, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ନୂତନ ଗୃହ ଗୁରୁବାର ଅପରାହ୍ନ ୩ଟା ସମୟରେ ଲୋକାର୍ପିତ ହୋଇଛି। ପୁରୀ ସାଂସଦ ଡ଼ ସମ୍ବିତ ପାତ୍ରଙ୍କ କରକମଳରେ ଏହି ନୂତନ କାର୍ଯ୍ୟାଳୟ ଗୃହର ଶୁଭ ଉଦ୍‌ଘାଟନ କରାଯାଇଥିଲା। ଲୋକାର୍ପଣ ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ, ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲା ନିବନ୍ଧକ ବିଜୟାନନ୍ଦ ନାୟକ ଏବଂ ଜିଲ୍ଲା ଉପନିବନ୍ଧକ ଡ଼ ସ୍ୱାତିଲେଖା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାନୁସାରେ, ନୂତନ କାର୍ଯ୍ୟାଳୟ ଗୃହଟି ପ୍ରାୟ ୧ କୋଟି ୪୦ ଲକ୍ଷ ୬୬ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଛି।

ଏହି ନୂତନ ଭିତ୍ତିଭୂମି ଦ୍ୱାରା ଜିଲ୍ଲାର ସମୁଦାୟ ୨୬୩ଟି ରାଜସ୍ୱ ଗ୍ରାମର ଜନସାଧାରଣ ଉପକୃତ ହେବେ। ନୂତନ କାର୍ଯ୍ୟାଳୟ ଗୃହ ନିବନ୍ଧନ ସମ୍ବନ୍ଧୀୟ ସରକାରୀ ସେବାକୁ ଅଧିକ ସୁବ୍ୟବସ୍ଥିତ ଓ ସୁଗମ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ ପାଇଛି। ଏହି ଅବସରରେ ମୋହରୀ ସଂଘର ସଭାପତି ଶ୍ରୀ କ୍ଷୀରୋଦ କୁମାର ମହାପାତ୍ରଙ୍କ ସମେତ ସମସ୍ତ ମୋହରୀ ଓ କାର୍ଯ୍ୟାଳୟର କର୍ମଚାରୀବୃନ୍ଦ ଉପସ୍ଥିତ ରହି ଉତ୍ସବରେ ଯୋଗଦେଇଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 10, 2026 September 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭୭% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭୭% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?