Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ:ଦୁର୍ଘଟଣା ରୋକିବାକୁ କଡ଼ା ଏନ୍‌ଫୋର୍ସମେଣ୍ଟ ଉପରେ ଗୁରୁତ୍ୱ

Published September 10, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାରେ ବଢ଼ୁଥିବା ସଡ଼କ ଦୁର୍ଘଟଣା ଓ ସଡ଼କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ନେଇ ଆଜି ଜିଲ୍ଲା ସଡ଼କ ସୁରକ୍ଷା କମିଟି ଏବଂ ହାଇୱେ ଟାସ୍କ ଫୋର୍ସର ବୈଠକ ଅନୁଷ୍ଠିତ ହୋଇଛି। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ରଙ୍କ ସମେତ ବିଭିନ୍ନ ସମ୍ପୃକ୍ତ ବିଭାଗର ଅଧିକାରୀ ଓ ଅଂଶୀଦାରମାନେ ଉପସ୍ଥିତ ଥିଲେ। ବୈଠକରେ ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣାଗୁଡ଼ିକର ସମୀକ୍ଷା ସହ ଦୁର୍ଘଟଣାର କାରଣ ଓ ପ୍ରବଣ ଅଞ୍ଚଳ ସମ୍ପର୍କରେ ବିଶ୍ଳେଷଣ କରାଯାଇଥିଲା। ଦୁର୍ଘଟଣା ହ୍ରାସ କରିବା ସହ ଜନସାଧାରଣଙ୍କ ଜୀବନ ସୁରକ୍ଷା ପାଇଁ ସମନ୍ୱିତ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା।

ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା ଏନ୍‌ଫୋର୍ସମେଣ୍ଟ କରିବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଦୁର୍ଘଟଣା ପ୍ରବଣ ସ୍ଥାନଗୁଡ଼ିକର ଚିହ୍ନଟ, ଆବଶ୍ୟକ ସୁରକ୍ଷାମୂଳକ ବ୍ୟବସ୍ଥା ଏବଂ ଟ୍ରାଫିକ୍ ନିୟମର କଡ଼ାକଡ଼ି ପାଳନ ନିଶ୍ଚିତ କରିବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସଡ଼କ ସୁରକ୍ଷା କେବଳ ପ୍ରଶାସନର ଦାୟିତ୍ୱ ନୁହେଁ, ଏଥିପାଇଁ ଚାଳକ ଓ ସାଧାରଣ ଲୋକଙ୍କ ସଚେତନତା ମଧ୍ୟ ଅତ୍ୟନ୍ତ ଆବଶ୍ୟକ ବୋଲି ବୈଠକରେ ଗୁରୁତ୍ୱ ଦିଆଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 10, 2026 September 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?