Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

Published September 12, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ପାଠାଗାର ଆନ୍ଦୋଳନର ଆଗଧାଡ଼ିର ନାୟକ ତଥା ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ନୟାଗଡ଼ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। ପୂଜ୍ୟପୂଜା କମିଟି, ନୟାଗଡ଼ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଦାସିଆ ଅଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଦୀପ ଓ ଧୂପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା। ପୂଜ୍ୟପୂଜା କମିଟିର ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ଭାରତ ବିକାଶ ପରିଷଦର ସଭାପତି ପ୍ରଶନ୍ନ କୁମାର ବସନ୍ତିଆ, ରୋଟାରୀ କ୍ଲବ ସଭାପତି ବାସୁଦେବ ସାହୁ, ନୟାଗଡ଼ କ୍ଲବ ସମ୍ପାଦକ ଶ୍ରୀଧର ସାହୁ, ସିଭିଲ ସୋସାଇଟି ସଦସ୍ୟ, ରୋଟାରିଆନ ଜି. ରଶ୍ମିରାଜ, ପୂର୍ବତନ ବିଇଓ ନିମାଇଁ ଚରଣ ସ୍ୱାଇଁଙ୍କ ସମେତ ବହୁ ଦାସିଆ ଅଜା ପ୍ରେମୀ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ସ୍କାଉଟ୍ ଛାତ୍ରମାନେ ମଧ୍ୟ ସାମିଲ ହୋଇଥିଲେ। ଉପସ୍ଥିତ ସଦସ୍ୟମାନେ “ଦଶ ପଇସାର ରାଜା ଦାସିଆ ଅଜା ଅମର ରହେ” ଏବଂ “ଦାସିଆ ଅଜା ଅମର ରହେ” ଭଳି ସ୍ଲୋଗାନ ଦେଇ ତାଙ୍କ ସ୍ମୃତିକୁ ସ୍ମରଣ କରିଥିଲେ। ପରିଶେଷରେ ପୂଜ୍ୟପୂଜା କମିଟିର ଆବାହକ ଧୀରେନ୍ଦ୍ର କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 12, 2026 September 12, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?