Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପଦାକୁ ଆସିଲା ପୁଣି ଏକ ଜଘନ୍ୟକାଣ୍ଡ:ନାବାଳିକା ଯୁବତୀର ଗଳା କାଟିଦେଲା ଦୃବୁତ

Published August 22, 2025 ଅପରାଧ
SHARE

ଓଡ଼ିଶା ଲେଖା ଅଫିସ: ଆଇନ ଶୃଙ୍ଖଳା କୁ ନେଇ ପୁଣି ଏକ ଜଘନ୍ୟ କାଣ୍ଡ ସାମ୍ନାକୁ ଆସିଛି। ନାବାଳିକା ଯୁବତୀଙ୍କ ଗଳା କାଟିଦେଇଛି ଦୃବୁତ। ଯୁବତୀ ଜଣଙ୍କୁ ଚିକିତ୍ସା ପାଇଁ ସିକିତ୍ସାଳୟ ରେ ଭର୍ତି କରାଯାଇଥିବା ବେଳେ ଦୃବୁତ ଜଣଙ୍କ ଫେରାର ହୋଇଯାଇଛି। ଏଭଳି ଜଘନ୍ୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ମାୟାବର୍ହା ଗାଁରେ। ସୂଚନାନୁସାରେ, ବଲାଙ୍ଗୀର ସଦର ଥାନା ମାୟାବର୍ହା ଗାଁରେ ଘଟିଛି ଅଘଟଣ। ମାୟାବର୍ହା ଗାଁ ରେ ନାବାଳିକା ଥିବା ବେଳେ ନାବାଳିକା ଯୁବତୀ ଙ୍କ ସମ୍ପର୍କୀୟ ଗତ କାଲି ନାବାଳିକା ଘରକୁ ଆସିଥିଲେ। ତେବେ କଣ ହେଲା କେଜାଣି ଦୃବୁତ ଯୁବକ ଜଣଙ୍କ ଆଜି ଏକ ଧରୁଆ ଛୁରୀରେ ନାବାଳିକାର ଗଳା କାଟିଦେଇ ଫେରାର ହୋଇଯାଇଛି। ନାବାଳିକା ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୁର୍ଲା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଇଛନ୍ତି। ସେପଟେ ବଲାଙ୍ଗିର ସଦର ପୋଲିସ ଘଟଣାରେ ପହଞ୍ଚି ପାରିପାର୍ଶ୍ୱକ ସ୍ଥିତି ଅନୁଧ୍ୟାନ କରି ତଦନ୍ତ ଆରମ୍ଭ କରିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 22, 2025 August 22, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?