Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ହେଲେ ବରିଷ୍ଠ ଡାକ୍ତର ବି.ଏସ୍.ରାଓ

Published September 21, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥି ଓ ଶଲ୍ୟ ବିଭାଗରେ କାର୍ଯ୍ୟରତ ବରିଷ୍ଠ ଡାକ୍ତର ବି.ଏସ୍. ରାଓ ନୟାଗଡ଼ ଜିଲ୍ଲାର ନୂତନ ମୁଖ୍ୟ ଚିକିତ୍ସାଧିକାରୀ (CDMO) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।ଦୀର୍ଘଦିନ ଧରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥି ଓ ଶଲ୍ୟ ବିଭାଗରେ ସେବା ପ୍ରଦାନ କରିଆସୁଥିବା ଡାକ୍ତର ରାଓଙ୍କୁ ଏହି ଦାୟିତ୍ୱ ମିଳିବା ପରେ ଜିଲ୍ଲାର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନେଇ ଆଶା ପ୍ରକାଶ ପାଇଛି। ନୂତନ ଦାୟିତ୍ୱ ଗ୍ରହଣ ପରେ ଜିଲ୍ଲାର ସ୍ୱାସ୍ଥ୍ୟସେବାର ଗୁଣବତ୍ତା ବୃଦ୍ଧି, ରୋଗୀଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇବା ଏବଂ ହସ୍ପିଟାଲର ବିଭିନ୍ନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଦିଗରେ ତାଙ୍କ ଭୂମିକା ଗୁରୁତ୍ୱ ବହନ କରିବ। ତାଙ୍କ ନୂତନ ଦାୟିତ୍ୱ ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 21, 2026 September 21, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?