Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Published September 22, 2026 ଖେଳ ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଖେଳପଡ଼ିଆଠାରେ ପ୍ରଥମ ରାଜ୍ୟସ୍ତରୀୟ ‘ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ’ ଆୟୋଜନ କରାଯିବ। ଏନେଇ ନୟାଗଡ଼ ୟୁନାଇଟେଡ୍ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆବାହକ ତଥା ଜିଲ୍ଲା କଂଗ୍ରେସ ସଭାପତି ରଣଜିତ୍ ଏହି ଆୟୋଜନ କରୁଛନ୍ତି । ରାଜ୍ୟର ନାମୀଦାମୀ ଫୁଟବଲ ଦଳ ସହିତ ମହିଳା ଫୁଟବଲ ଖେଳାଳିମାନେ ମଧ୍ୟ ନୟାଗଡ଼ରେ ଯୋଗଦେଇ ନିଜର କ୍ରୀଡ଼ା ପ୍ରତିଭା ପ୍ରଦର୍ଶନ କରିବେ। ଏହି ଆୟୋଜନ ମାଧ୍ୟମରେ ନୟାଗଡ଼ରେ ଫୁଟବଲ ପ୍ରତି ଆଗ୍ରହ ବୃଦ୍ଧି ସହ ଯୁବ ପ୍ରତିଭାଙ୍କୁ ଏକ ମଞ୍ଚ ମିଳିବ ବୋଲି ନୟାଗଡ଼ ୟୁନାଇଟେଡ୍ ସ୍ପୋର୍ଟସ୍ ଆସୋସିଏସନ୍ ଆବାହକ ରଣଜିତ୍ ଦାଶ ଓ ଆୟୋଜକମାନେ ଆଶା ପ୍ରକାଶ କରିଛନ୍ତି। ଆସନ୍ତାକାଲି ଅପରାହ୍ନ ୪ ଘଟିକା ସମୟରେ ନୟାଗଡ଼ ଖେଳପଡ଼ିଆଠାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଡିସେମ୍ବର ମାସରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯିବ । ନୟାଗଡ଼ ସହରବାସୀ ପ୍ରସ୍ତୁତି ବୈଠକରେ ସାମିଲ ହେବା ଶ୍ରୀଯୁକ୍ତ ଦାଶ ଅନୁରୋଧ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 22, 2026 September 22, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସବୁଦିନ ପାଇଁ ଆଖି ବୁଜିଲେ ବ୍ୟଙ୍ଗକବି ଡ଼ ଆର୍ତ୍ତତ୍ରାଣ ମିଶ୍ର:ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସା:ଶୋକ ପ୍ରକାଶ କଲେ ଅରୁଣ
ଆଞ୍ଚଳିକ ଖବର
ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଦେଶ ବିଦେଶ
ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ
ଆଞ୍ଚଳିକ ଖବର
ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ

Odisha Lekha October 1, 2026
ଜିଲ୍ଲା ଖବର

ବିଳମ୍ବରେ ଆସିଲେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ରେ ଅଟକ :ଅଧ୍ୟାପକଙ୍କ ପାଇଁ କାହିଁକି ଅଲଗା ନିୟମ?

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଜିଲ୍ଲା ଖବର

ସାଲୁଣି ଗାଁର ଗର୍ବ ଓ ଗୌରବ : ଆଇଟି ମ୍ୟାନେଜମେଣ୍ଟରେ ପିଏଚ୍‌ଡି ହାସଲ କଲେ ଡକ୍ଟର ସୂର୍ଯ୍ୟକାନ୍ତ

Odisha Lekha September 29, 2026
ଜିଲ୍ଲା ଖବର

ଦଶପଲ୍ଲାରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି: ୧୧୧ ଅଭିଯୋଗ ଗ୍ରହଣ, ୨୬ଟି ନିଷ୍ପତ୍ତି

Odisha Lekha September 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?