Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Published September 23, 2026 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ୟୁନାଇଟେଡ୍ ସ୍ପୋର୍ଟ୍ସ ଆସୋସିଏସନ୍ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସର ତୃତୀୟ ସପ୍ତାହରେ ନୟାଗଡ଼ ଖେଳପଡ଼ିଆରେ ପ୍ରଥମ ନୟାଗଡ଼ ଚ୍ୟାଲେଞ୍ଜ ରାଜ୍ୟସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ଖେଳପଡ଼ିଆ ମଞ୍ଚରେ ବରିଷ୍ଠ ଆଇନଜୀବୀ ରଣଜିତ୍ ଦାଶଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ବୈଠକରେ ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ଫୁଟବଲ୍ ଦଳ ଓ ଖେଳାଳିଙ୍କୁ ନେଇ ଏକ ଉଚ୍ଚକୋଟୀର ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିସହ ନୟାଗଡ଼ର ସୁନାମଧନ୍ୟ ଫୁଟବଲ୍ ଖେଳାଳିଙ୍କୁ ନେଇ ଏକ ଦଳ ଗଠନ କରାଯାଇ ଟୁର୍ଣ୍ଣାମେଣ୍ଟରେ ପ୍ରମୁଖ ଅଂଶୀଦାର ଦଳ ଭାବେ ଅଂଶଗ୍ରହଣ କରାଯିବ।ଟୁର୍ଣ୍ଣାମେଣ୍ଟକୁ ଶୃଙ୍ଖଳିତ ଓ ସଫଳ ଭାବେ ପରିଚାଳନା ପାଇଁ ଏକ ଟୁର୍ଣ୍ଣାମେଣ୍ଟ କମିଟି ଗଠନ କରାଯାଇଛି। ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କୁ ସଭାପତି, ହାସିମ୍ ଖାଁଙ୍କୁ ଉପସଭାପତି, କମଳ ଚରଣ ସାହୁଙ୍କୁ ସମ୍ପାଦକ ଏବଂ ଶିବ ରଞ୍ଜନ ସାହୁଙ୍କୁ ସାଂଗଠାନିକ ସମ୍ପାଦକ ଭାବେ ମନୋନୀତ କରାଯାଇଛି। ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କମିଟି ସମ୍ପର୍କରେ ସୂଚନା ଦିଆଯିବ।ଆଠଦିନ ବ୍ୟାପୀ ଏହି ଫୁଟବଲ୍ ପ୍ରତିଯୋଗିତା ଆୟୋଜନ ସହ ଏକ ମହିଳା ଫୁଟବଲ୍ ପ୍ରଦର୍ଶନୀ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହେବ ବୋଲି ବୈଠକରେ ସ୍ଥିର ହୋଇଛି।ବୈଠକରେ ଲକ୍ଷ୍ମୀଧର ତ୍ରିପାଠୀ, ଅମଜାଦ ଖାଁ, ପୀତବାସ ଖୁଣ୍ଟିଆ, ଶେଖ୍ ମସୁଜୁଦ୍ ହୁସେନ, ପୂର୍ଣ୍ଣଚନ୍ଦ୍ର ସାନ୍ତ, ଓମ୍ ପ୍ରକାଶ ପ୍ରଧାନ, ଅଶୋକ କୁମାର ମଲ୍ଲିକ, ମଲ୍ଲିକ୍ ସାହିଦ, ସହାବାଜ ଖାଁ, ସଲମାନ୍ ଖାଁ, ପ୍ରତୀକ ମହାପାତ୍ର, ବିଶ୍ୱଜିତ୍ ବେହେରା, ହୁରସିଦ୍ ମଲ୍ଲିକ୍, ଅରବିନ୍ଦ ପାଢ଼ୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ସର୍ବସମ୍ମତିକ୍ରମେ ଆବାହକ ରଣଜିତ୍ ଦାଶଙ୍କୁ ଟୁର୍ଣ୍ଣାମେଣ୍ଟର ମୁଖ୍ୟ ପୃଷ୍ଠପୋଷକ ଭାବେ ଗ୍ରହଣ କରାଯାଇଥିଲା। ଶେଷରେ ଉପସଭାପତି ହାସିମ୍ ଖାଁ ଧନ୍ୟବାଦ ଅର୍ପଣ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 23, 2026 September 23, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସବୁଦିନ ପାଇଁ ଆଖି ବୁଜିଲେ ବ୍ୟଙ୍ଗକବି ଡ଼ ଆର୍ତ୍ତତ୍ରାଣ ମିଶ୍ର:ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସା:ଶୋକ ପ୍ରକାଶ କଲେ ଅରୁଣ
ଆଞ୍ଚଳିକ ଖବର
ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଦେଶ ବିଦେଶ
ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ
ଆଞ୍ଚଳିକ ଖବର
ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
ଖେଳ

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Odisha Lekha August 28, 2026
ଖେଳ

ବେଣାଗାଡିଆ ପ୍ରିମିୟର ଲିଗ୍ ୨୦୨୬:୧୫ରେ ଗ୍ରାଣ୍ଟ ଫାଇନାଲ

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?